ଆଜି ପବିତ୍ର ରୁକ୍ମଣୀ ହରଣ ଏକାଦଶୀ, ଶ୍ରୀମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ବିବାହ ପ୍ରସ୍ତୁତି
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୁରୀ ଶ୍ରୀମନ୍ଦିରରେ ପାଳିତ ହେଉଛି ପବିତ୍ର ରୁକ୍ମଣୀ ହରଣ ଏକାଦଶୀ ଓ ମହାପ୍ରଭୁଙ୍କ ବିବାହ ଉତ୍ସବ। ମହାପ୍ରଭୁ ଶ୍ରୀଜଗନ୍ନାଥ ମାଆ ରୁକ୍ମଣୀଙ୍କୁ ବିବାହ କରିବେ । ଏହି ଅବସରରେ ଶ୍ରୀମନ୍ଦିର ଚାରିଦ୍ୱାରରେ ବାଜୁଛି ତେଲିଙ୍ଗି … Read More











