ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍ ଓଲଟିପଡ଼ିଲା, ଜଣେ ମୃତ
ଭୁବନେଶ୍ଵର(ଓଡ଼ିଶା ଟାଇମ୍): ପ୍ରବାସୀ ଓଡ଼ିଆମାନଙ୍କୁ ନେଇ ଫେରୁଥିବା ଏକ ବସ୍ ଓଲଟିପଡ଼ିଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲା ଓ କନ୍ଧମାଳ ଜିଲ୍ଲାକୁ ସଂଯୋଗ କରୁଥିବା ରାସ୍ତାର କଳିଙ୍ଗା ଘାଟିରେ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ପୁଲିସ୍ … Read More











