ମଙ୍ଗଳବାରଠୁ ପୁରୀରେ ଆରମ୍ଭ ହେବ ରଥ ନିର୍ମାଣ
ଭୁବନେଶ୍ଵର(ଓଡ଼ିଶା ଟାଇମ୍): ମହାମାରୀ କରୋନା ଭୟ ଭିତରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥାଯାତ୍ରା ପାଇଁ ଉଦ୍ୟମ ଚାଲିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାରଠାରୁ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ସୋମବାର ଅପରାହ୍ଣରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। … Read More











