ଝାରସୁଗୁଡା ବାସୀଙ୍କୁ ଦିଆଯିବ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ, ଭର୍ଚୁଆଲରେ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଝାରସୁଗୁଡ଼ା, (ଓଡିଶା ଟାଇମ୍): ଝାରସୁଗୁଡା ଜିଲ୍ଲାରେ ଆଜି ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ୧୧ଟାରେ ଭର୍ଚୁଆଲ ମୋଡ଼ରେ ଝାରସୁଗୁଡା ଇଂଜିନିୟରିଂ ସ୍କୁଲ ଅଡିଟୋରିୟମରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିବା ସହ ସ୍ମାର୍ଟ … Read More











