ଆଜି ହେବ ସୁଶାନ୍ତ ସିଂହଙ୍କ ଅନ୍ତିମ ସଂସ୍କାର : ଫରେନସିକ ଟେଷ୍ଟ ପାଇଁ ପଠାଯାଇଛି ଅର୍ଗାନ

ମୁମ୍ବାଇ, (ଓଡିଶା ଟାଇମ୍) : ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା କରି ସମସ୍ତଙ୍କୁ ହତବାକ୍ କରି ଦେଇଛନ୍ତି। ସୁଶାନ୍ତଙ୍କ ଦେହାନ୍ତରେ ତାଙ୍କୁ ଜାଣିଥିବା ଏବଂ ଚିହ୍ନିଥିବା ବ୍ୟକ୍ତି ସମସ୍ତେ ଦୁଃଖିତ ଅଛନ୍ତି। ବଲିଉଡଠୁ ନେଇ କ୍ରୀଡା ଏବଂ ରାଜନୀତି ଜଗତରେ … Read More

ସୁଶାନ୍ତ ସିଂହଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଦେହାନ୍ତରେ ରାଜନୀତି ଜଗତରେ ମଧ୍ୟ ଶୋକର ଛାୟା ଖେଳି ଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଶାନ୍ତଙ୍କ ନିଧନରେ ଦୁଃଖ ପ୍ରକାଶ କରି ତାଙ୍କ ପରିଜନ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। … Read More

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଦୁଃଖିତ । ତାଙ୍କ ଆତ୍ମାର ସଦଗତି … Read More

ସୁଶାନ୍ତ ୧୦ ଦିନ ପୂର୍ବରୁ ମା’ଙ୍କ ନାଁରେ ଲେଖିଥିଲେ ଶେଷ ପୋଷ୍ଟ

ମୁମ୍ବାଇ, (ଓଡିଶା ଟାଇମ୍) : ଲୋକପ୍ରିୟ କଳାକାର ସୁଶାନ୍ତ ସିଂହ ରାଜପୁତ ଆଜି ବେକରେ ରସି ଲଗାଇ ଆତ୍ମହତ୍ୟା କରିଛନ୍ତି l ତାଙ୍କ ଘରୋଇ ସହାୟକ ତାଙ୍କ ମୃତଦେହ ପଙ୍ଖାରେ ଝୁଲିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ l ସୂଚନା ପାଇ … Read More

ଡିପ୍ରେସନରେ ଥିଲେ ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଜି ଆତ୍ମହତ୍ୟା କରିଛନ୍ତି । ମୁମ୍ବାଇର ବାନ୍ଦ୍ରା ସ୍ଥିତ ଘରେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ତାଙ୍କ ଘରର ଚାକର କହିଛି । ତେବେ ସୁଶାନ୍ତ ମୃତ୍ୟୁକୁ … Read More

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା, ନିଜ ଘରେ ଲଗାଇଲେ ଫାଶୀ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଜଗତର ସଫଳ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କର ଆଜି ମୃତ୍ୟୁ ଘଟିଛି । ମୁମ୍ବାଇ ବାନ୍ଦ୍ରା ସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ସେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି … Read More

ଭୁବନେଶ୍ବରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ଵର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦରୁ ଏକ ସ୍ୱତନ୍ତ୍ର ‌ଆମ୍ବୁଲାନ୍ସରେ ଆସି ଆଜି ସକାଳେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଗତକାଲି ମଧ୍ୟାହ୍ନ ପ୍ରାୟ ୧୨ଟାରେ ହାଇଦ୍ରାବାଦରୁ ବାହାରିଥିଲେ। ଅସୁସ୍ଥତା କାରଣରୁ କିଛି ଦିନ … Read More

ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସଲିୟନଙ୍କ ଆତ୍ମହତ୍ୟା

ମୁମ୍ବାଇ, (ଓଡିଶା ଟାଇମ ) :  ଲୋକପ୍ରିୟ ବଲିଉଡ଼ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସଲିୟନ ଏକ ବିଲ୍ଡିଂରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୁମ୍ବାଇର ମଲାଡ୍‍ ସ୍ଥିତ ଏକ ୧୪ ମହଲା ବିଲ୍ଡିଂରୁ … Read More

ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ୱାଜିଦ୍ ଖାନ୍ ହସ୍ପିଟାଲ ବେଡରେ ଗାଇଲେ ସଲମାନଙ୍କ ହୁଡ୍-ହୁଡ୍ ଦବଙ୍ଗ୍

ମୁମ୍ବାଇ, (ଓଡିଶା ଟାଇମ୍) : ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ୱାଜିଦ ଖାନଙ୍କ ରବିବାର ରାତିରେ ପରଲୋକ ଘଟିଛି । ସେ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା କୁହାଯାଉଛି । ମୃତ୍ୟୁ ବେଳକୁ ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା । ତାଙ୍କ … Read More

ବଲିଉଡ୍ ଗୀତିକାର ଯୋଗେଶ ଗୌରଙ୍କର ପରଲୋକ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ୍‌ର ମହାନ ଗୀତିକାର ଯୋଗେଶ ଗୌରଙ୍କର ୭୭ ବର୍ଷ ବୟସରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁରେ ସାରା ବଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି। କୋକିଳ କଣ୍ଠି ଲତା ମଙ୍ଗେଶକରଙ୍କ ସମେତ ବହୁ ବଲିଉଡ୍ ସେଲେବ୍ରିଟି ତାଙ୍କ … Read More