ୟାମି ଗୌତମଙ୍କୁ ଇଡିର ସମନ : ମନି ଲଣ୍ଡରିଂ ମାମଲାରେ ହୋଇପାରେ ପଚରାଉଚରା

ମୁମ୍ବାଇ, (ଓଡିଶା ଟାଇମ୍): ବଲିଉଡ଼ ଅଭିନେତ୍ରୀ ୟାମି ଗୌତମଙ୍କୁ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ସମନ କରାଯାଇଛି। ବୈଦେଶିକ ବିନିମୟ ପରିଚାଳନା ଆଇନ(ଫେମା) ଉଲ୍ଲଂଘନ ଅଭିଯୋଗରେ ଅଭିନେତ୍ରୀଙ୍କୁ ଇଡି ପଚରାଉଚରା ପାଇଁ ଡକାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ନିକଟରେ … Read More

ପୁଣି ଏକାଠି ନଜର ଆସିବେ ସାରା ଅଲି ଖାନ୍ ଓ କାର୍ତ୍ତିକ ଆର୍ଯ୍ୟନ

ମୁମ୍ବାଇ, (ଓଡିଶା ଟାଇମ୍): ସାରା ଅଲ୍ଲି ଖାନ୍ ଓ କାର୍ତ୍ତିକ ଆର୍ଯ୍ୟନ୍ ଦୁହିଁଙ୍କୁ ପୁଣି ଥରେ ଫିଲ୍ମରେ ଦେଖିବାକୁ ମିଳିପାରେ। ପୂର୍ବରୁ ଦୁହିଁଙ୍କ ପ୍ରେମ କାହାଣୀକୁ ନେଇ ଖୁବ୍ ଚର୍ଚ୍ଚା ହେଉଥିବା ବେଳେ ଏବେ ପୁଣି ଥରେ ଅନ-ସ୍କ୍ରିନରେ ନଜର ଆସିବେ … Read More

ଏଲ୍‌ଓସିରେ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ କୋଟିଏ ଦେଲେ ଅକ୍ଷୟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଜାମ୍ମୁ-କାଶ୍ମୀରର ନିୟନ୍ତ୍ରଣ ରେଖା (ଏଲଓସି)ରେ ଥିବା ଗାଁରେ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ବଲିଉଡ ଅଭିନେତା ଅକ୍ଷୟ କୁମାର ୧କୋଟି ଟଙ୍କା ଦାନ କରିଛନ୍ତି। ଗୁରୁବାର ଅକ୍ଷୟ କୁମାର ସୀମା ପରିଦର୍ଶନ ପୂର୍ବକ ସେନା ଓ ବିଏସଏଫ୍ ଯବାନଙ୍କ … Read More

ବାପା ହେଲେ ବିରାଟ କୋହଲି

ମୁମ୍ବାଇ, (ଓଡିଶା ଟାଇମ୍) :କନ୍ୟା ସନ୍ତାନର ପିତା ହେଲେ ବିରାଟ କୋହଲି । ଭାରତୀୟ କ୍ରିକେଟ୍ ଟିମ୍‌ର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ଅଭିନେତ୍ରୀ ପତ୍ନୀ ଅନୁଷ୍କା ଶର୍ମାଙ୍କର କନ୍ୟା ସନ୍ତାନ ଜନ୍ମ ନେଇଛି । ଏ​‌ ନେଇ କୋହଲି … Read More

ହୋଟେଲ କୋଠରୀରୁ ମିଳିଲା ଅଭିନେତ୍ରୀ ଭିଜେ ଚିତ୍ରାଙ୍କ ମୃତଦେହ

ଚେନ୍ନାଇ, (ଓଡିଶା ଟାଇମ୍) : ତାମିଲ ଟିଭି ଅଭିନେତ୍ରୀ ଭି.ଜେ ଚିତ୍ରାଙ୍କ ମୃତଦେହ ଏକ ହୋଟେଲ କୋଠରୀରୁ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁ ଖବର ଶୁଣି ଦକ୍ଷିଣ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳିଯାଇଛି। ଭିଜେ ଚିତ୍ରାଙ୍କୁ ମାତ୍ର ୨୮ ବର୍ଷ ବୟସ … Read More

ଅଭିନେତା-ସାଂସଦ ସନି ଦେଓଲଙ୍କୁ କରୋନା

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ୍‌ ଅଭିନେତା ତଥା ବିଜେପି ସାଂସଦ ସନ୍ନି ଦେଓଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସନ୍ନି ଦେଓଲ କରୋନା ଆକ୍ରାନ୍ତ ନେଇ ହିମାଚଳ ପ୍ରଦେଶ ସ୍ୱାସ୍ଥ୍ୟ ସଚିବ ଅମିତାଭ ଅବସ୍ତୀ ସୂଚନା ଦେଇଛନ୍ତି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା … Read More

କମେଡି କୁଇନ୍ ଭାରତୀ ସିଂ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ମିଳିଲା ଜାମିନ

ମୁମ୍ବାଇ, (ଓଡିଶା ଟାଇମ୍) : କମେଡି କୁଇନ୍ ଭାରତୀ ସିଂ ଏବଂ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ସୋମବାର ଜାମିନ ମିଳିଥିବା ଜଣାପଡ଼ିଛି। ମୁମ୍ଵଇର ଏକ ସିଟି କୋର୍ଟ ଉଭୟଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ଶନିବାର ଦିନ … Read More

ଅଭିନେତ୍ରୀ ଭାରତୀ ସିଂଙ୍କ ସ୍ୱାମୀ ହର୍ଷ ଗିରଫ, ଘରୁ ଜବତ ହୋଇଥିଲା ଗଞ୍ଜେଇ

ମୁମ୍ବାଇ, (ଓଡିଶା ଟାଇମ୍) :ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଗିରଫ ହେବା ପରେ ଏନସିବି ତାଙ୍କ ପତି ତଥା ଆଙ୍କର୍ ହର୍ଷ ଲିମ୍ବୋଚିଆଙ୍କୁ ଗିରଫ କରିଛି । ଘରୁ ୮୬.୫ ଗ୍ରାମର ଗଞ୍ଜେଇ ମିଳିବା ପରେ ହର୍ଷଙ୍କୁ ଗିରଫ କରାଯାଇଛି । … Read More

ବଲିଉଡ ଅଭିନେତା ଅଜୁର୍ନ ରାମପାଲଙ୍କ ଘରେ ଚଢ଼ଉ କଲା ଏନସିବି

ମୁମ୍ବାଇ, (ଓଡିଶା ଟାଇମ୍) :ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କାରବାର ପ୍ରସଙ୍ଗ ଆସିବା ପରଠାରୁ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ (ଏନସିବି) କଡ଼ା କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଏହି ସଂସ୍ଥା ସିନେମା ଜଗତ ସହ ଜଡିତ ସେଲିବ୍ରିଟିମାନଙ୍କ ଘର … Read More

କଙ୍ଗନାଙ୍କ ବିରୋଧରେ ଜାଭେଦଙ୍କ ମାନହାନି ମାମଲା

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିଛନ୍ତି ଗୀତିକାର ଜାଭେଦ ଅଖତାର। ମଙ୍ଗଳବାର ମୁମ୍ବଇର ଅନ୍ଧେରୀସ୍ଥିତ ଦୌରାଜଜ୍‌ଙ୍କ କୋର୍ଟରେ ଏହି ମାମଲା ରୁଜୁ ହୋଇଛି। ଏକ ଟିଭି ଚାନେଲରେ ଜାଭେଦଙ୍କ ବିରୋଧରେ … Read More