ନିୟମିତ ଟ୍ରେନ୍ଯାତ୍ରୀଙ୍କ ଲାଗି ପୂର୍ବତଟ ରେଳବାଇର ଘୋଷଣା: ପୁଣି ଚାଲିଲା ମାସିକିଆ ପାସ୍-ଏମ୍ଏସ୍ଟି
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନ ଯାତ୍ରୀମାନଙ୍କ ସୁବିଧା ପାଇଁ, ପୂର୍ବ ତଟ ରେଳପଥ କେତେକ ସ୍ୱତନ୍ତ୍ର ଟ୍ରେନରେ ମାସିକ ସିଜିନ ଟିକେଟ୍ (ଏମଏସଟି) / ତ୍ରୟମାସିକ ସିଜିନ ଟିକେଟ୍ (କ୍ୟୁଏସଟି) ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛି … Read More











