ବିଜେଡି ରାଜନୀତିରେ ‘ବର୍ଷା’;  ଅସ୍ତ୍ର ସାଜିଛି, ରଥୀଙ୍କୁ କରିଛି ତଳିତଳାନ୍ତ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଯଦିଓ ମୌସୁମୀ ବାୟୁ ଓଡ଼ିଶା ଆକାଶ ଅତିକ୍ରମ କରିସାରିଛି, କିନ୍ତୁ ଓଡ଼ିଶା ରାଜନୀତିକ ଆକାଶରେ ‘ବର୍ଷା’ ଥମି ନାହିଁ। ବାଲେଶ୍ଵର, କଟକ ପରେ ଏବେ ପଶ୍ଚିମାଞ୍ଚଳର ପଦମପୁର ରାଜନୀତିରେ ‘ବର୍ଷା’ କୁ ନେଇ ଚର୍ଚ୍ଚା ଚାଲିଛି।  ତାଙ୍କରି … Read More

ଅସହାୟତା ନା ଚତୁରତା: ସଞ୍ଜୟଙ୍କ ‘ଷଡ଼ଯନ୍ତ୍ର’ର ନାୟକ କିଏ?

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଦଳ ଭିତରେ ସବୁକିଛି ଏବେ ଆଉ ଠିକ୍‌ ଚାଲିନି।  ବିଗତ ପଚିଶ ବର୍ଷରେ ରାଜ୍ୟର କୋଣ ଅନୁକୋଣକୁ ମାଡ଼ିଥିବା ଶଙ୍ଖର ସବୁଜ ଲହଡ଼ି ସୀମା ଲଙ୍ଘି ଏବେ ସଂଗଠନର କୂଳ ଖାଇବାକୁ ବସିଲାଣି।  ଗୋଟିଏପଟେ ଉପନିର୍ବାଚନରେ ପ୍ରାର୍ଥୀ … Read More

ପାରସ୍ପରିକ ସହଭାଗିତା ନିମନ୍ତେ ସୋଆ ଏବଂ କମଭିଭା ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର , (ଓଡ଼ିଶାଟାଇମ୍‌)  : ପାରସ୍ପରିକ ସହଭାଗିତା ନିମନ୍ତେ ସୋମବାର ଦିନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ କମଭିଭା ଟେକ୍ନିନୋଲୋଜିସ୍ ମଧ୍ୟରେ ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଡିଜିଟାଲ ପେମେଂଟ, ରିଅଲ୍ ଟାଇମ୍ ମାର୍କେଟିଂ ଏବଂ … Read More

ନବୀନଙ୍କ ଯାଦୁକରୀ ବାଡ଼ି ଉପରୁ ବିଜେଡିର ତୁଟୁଛି ଭରସା! ଭାବମୂର୍ତ୍ତିଠୁ ଭାବାବେଗ ଭାରୀ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ବିଗତ କିଛିବର୍ଷ ହେଲା ରାଜ୍ୟରେ ପ୍ରସଙ୍ଗ ଯେତିକି ନିର୍ବାଚନ ପାଇଁ ଗୁରୁତ୍ୱ ନେଇ ନାହିଁ, ତା’ଠୁ ଅଧିକ ଗୁରୁତ୍ୱ ବହନ କରିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତିଛବି ବା ଭାବମୂର୍ତ୍ତି। ତାଙ୍କରି ନାଁ ହିଁ ପ୍ରାର୍ଥୀଙ୍କ ପାଇଁ … Read More

ବାଲିଯାତ୍ରା ଭଳି ଓଡ଼ିଶାର ଆଉ ୫ ବଡ଼ ମେଳା, ଯେଉଁସବୁ ପାଇଁ ଲୋକଙ୍କ ଭିଡ଼ ଜମେ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌):  ରାଜ୍ୟର ବିଭିନ୍ନ ଅଞ୍ଚଳରେ ଚାଲିଛି ବାଲିଯାତ୍ରା । ଆମର ଗୌରବମୟ ନୌବାଣିଜ୍ୟ ଐତିହ୍ୟକୁ ମନେ ପକାଇବା ଲାଗି ଏହା ଏକ ସୁେଯୋଗ ଭାବେ ଆମ ପଢ଼ି ତଥା ଆମ ପର ପିଢ଼ି ଆଗର ଠିଆ ହୋଇଛି । … Read More

କାମ କରୁନି ଏଏସଆଇ: ଶ୍ରୀମନ୍ଦିର ଜଗମୋହନରୁ ପୁଣି  ଖସିଲା ପଥର, ରାଜ୍ୟ ସରକାର ବି ନିଦରେ

ଭୁବନେଶ୍ଵର, (ଓଡିଶା ଟାଇମ): ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରୁ ପୁଣିଥରେ ପଥର ଖସିଛି। ପୂର୍ବଭଳି ଏହା କୌଣସି ପଥରର ଆବରଣ ନୁହେଁ, ବରଂ 12ଶ ଶତାବ୍ଦୀର ଏକ କାରୁକାର୍ଯ୍ଯସମ୍ପନ୍ନ ସମ୍ପନ୍ନ ପଥର ଖଣ୍ଡ। ଏହା ଜଗମୋହନର ଉପରଭାଗ ଚାଳିରୁ ଖସିଛି, ଯାହାର ଲମ୍ବ … Read More

ସୁନୀଲ ବଂଶଲ ଓଡ଼ିଶା ବିଜେପିର ନୂଆ ପ୍ରଭାରୀ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଉତ୍ତରପ୍ରଦେଶର ବିଜେପି ସଂଗଠନ ମହାମନ୍ତ୍ରୀ ସୁନୀଲ ବଂଶଲଙ୍କ ରାଷ୍ଟ୍ରୀୟ ମହାମନ୍ତ୍ରୀ ନିଯୁକ୍ତ କରାଯିବା ସହ ଓଡ଼ିଶା ଦାୟିତ୍ୱ ପ୍ରଦାନ କରାଯାଇଛି।  ଖାଲି ସେତିକି ନୁହେଁ, ସେ ପଶ୍ଚିମବଙ୍ଗ ଏବଂ ତେଲଙ୍ଗାନା ଭଳି ରାଜ୍ୟର ସାଂଗଠନିକ ପ୍ରଭାରୀ ହେବା … Read More

ନିତି ଆୟୋଗ ବୈଠକ: ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, ‘ଆୟୋଗ ହୁଅନ୍ତୁ ଓମ୍ବୁଡ୍ସମ୍ୟାନ’

ଭୁବନେଶ୍ୱର, (ଓଡ଼ିଶା ଟାଇମ୍): ନିତି ଆୟୋଗଙ୍କ ସପ୍ତମ ଗଭର୍ଣ୍ଣିଂ କାଉନ୍ସିଲ ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ମହାମାରୀର ସଫଳ ପରିଚାଳନା, କମନ୍ୱେଲଥ ଗେମ୍ସରେ ଖେଳାଳିଙ୍କ ସଫଳତା, ମୁଖ୍ୟମନ୍ତ୍ରୀ ଥିବା ସମୟରେ ଐତିହ୍ୟ ସୁରକ୍ଷା ଲାଗି … Read More

LIC IPO : ପବନ ପ୍ରବଳ, ପ୍ରଥମ ପଦାର୍ପଣ ଦୁର୍ବଳ

ବଡ଼ ହାଇପ୍ କରି ମାର୍କେଟକୁ ଆସିଥିଲା ସବୁଠାରୁ ବଡ଼ IPO । ହେଲେ ଷ୍ଟକ୍ ମାର୍କେଟରେ ତାଲିକାଭୁକ୍ତ ହେବାର ପ୍ରଥମ ଦିନରେ ନିବେଶକଙ୍କ ବିଶ୍ବାସ ଜିତି ପାରିଲାନି ଭାରତୀୟଙ୍କ ବିଶ୍ବାସର ପ୍ରତୀକ ଭାରତୀୟ ଜୀବନ ବୀମା ନିଗମ । ସରକାର ଭାବିଥିଲେ … Read More

ୟୁକ୍ରେନରେ କୌଣସି ଭାରତୀୟ ଛାତ୍ର ପଣବନ୍ଦୀ ନାହାନ୍ତି : ବିଦେଶ ମନ୍ତ୍ରଣାଳୟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ୟୁକ୍ରେନରେ କୌଣସି ଭାରତୀୟ ଛାତ୍ରଙ୍କୁ ପଣବନ୍ଦୀ କରି ରଖାଯାଇନାହିଁ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହା ସ୍ପଷ୍ଟ କରିଛି । ୟୁକ୍ରେନରେ ଭାରତୀୟ ଛାତ୍ର-  ଛାତ୍ରୀମାନଙ୍କୁ ପଣବନ୍ଦୀ କରି ରଖାଯାଇଥିବା ସଂକ୍ରାନ୍ତ ଗଣମାଧ୍ୟମରଖବର ଉପରେ ପ୍ରତିକ୍ରିୟା ଦେଇ ବୈଦେଶିକ … Read More