ଭୁବନେଶ୍ଵରରେ ଆଜି ୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଶେଷ କରି ରାଜ୍ୟର ୪ ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରରୁ ଦୈନିକ ହୁ ହୁ ହୋଇ କରୋନା ସଂକ୍ରମଣ ବଢି ଚାଲିଛି। ଖୋର୍ଦ୍ଧାର ତଥା ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ପ୍ରତି ଦିନ ୫୦ରୁ … Read More

୩ କୋଟିରୁ ଅଧିକ ଟଙ୍କାର ଧଳା ଜହର ଜବତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଏସଟିଏଫ ଜାଲରେ ଡ୍ରଗ୍ସ ମାଫିଆ । ଆଜି ମୟୁରଭଞ୍ଜରୁ ୩.୨୮ କେଜିର ବ୍ରାଉନ ସୁଗାର ଜବତ ହୋଇଛି । ଜବତ କରାଯାଇଥିବା ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ପାଖାପାଖି ସାଢ଼େ ୩ କୋଟି ହେବ ବୋଲି … Read More

ଗଞ୍ଜାମରେ ସାଢେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲାରେ ଅଣଆୟତ୍ତ  କରୋନା ସଂକ୍ରମଣ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମଣ ଙ୍କ ସଂଖ୍ୟା । ଆଜି ଜିଲ୍ଲାରୁ ପୁଣି ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ … Read More

ଭୁବନେଶ୍ଵରରେ ବସ୍ତି ପାଇଁ ବେଶୀ ଟେନସନ୍ !

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ଵରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଗତ ୨ ଦିନ ହେଲା ଏଠାରୁ ଦୈନିକ ୧୦୦ରୁ ଅଧିକ ପଜିଟିଭ୍ ବାହାରୁଛନ୍ତି । ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୫୦ ଉପରେ … Read More

ରାଜଧାନୀ ସ୍ଥିତି ଅଣାୟତ୍ତ, କେଉଁ ଅଞ୍ଚଳରେ କେତେ ସଂକ୍ରମିତ ଜାଣନ୍ତୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ କାୟା ମେଲାଇ ଚାଲିଛି କରୋନା। ସଂକ୍ରମଣ ହାର ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ବିଏମ୍‌ସି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ଚିହ୍ନଟ ୮୭ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନେକ ଛୋଟ ପିଲା … Read More

ରାଜ୍ୟ ପାଇଁ ଭଲ ଖବର , ସୁସ୍ଥ ହେଲେ ଆଉ ୬୦୭ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟର ସବୁଠୁ ଅଧିକ କରୋନା ପ୍ରବଣ ଜିଲ୍ଲା ୪ ଜିଲ୍ଲା ଓ ରାଉରକେଲା ମହାନଗର ନିଗମରେ ଲକ୍‌ଡାଉନ୍‌ ଲାଗୁ କରାଯାଇଛି। ଆଶ୍ଵସ୍ତିକର ବିଷୟ ଦୈନିକ ବଢୁଥିବା ସଂକ୍ରମଣ ସହିତ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ … Read More

ଭୁବନେଶ୍ୱରରେ ଥମୁନି କରୋନା: ଆଜି ପୁଣି ୮୭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଲକଡାଉନର ପ୍ରଥମ ଦିନରେ ଭୁବନେଶ୍ୱରରୁ ୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଟୁଇଟ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ । ଚିହ୍ନଟ ୮୭ଜଣଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୪୧ଜଣ ଚିହ୍ନଟ … Read More

ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣା ; ଆଦିତ୍ୟଙ୍କ ଶାଶୁ ଓ ଶାଳକଙ୍କୁ ଜେରା

ଭୁବନେଶ୍ବର, (ଓଡିଶା ଟାଇମ୍) : ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ମାଆ ଓ ଭାଇଙ୍କୁ ପଚରାଉଚରା କଲା ଜିଆରପି । କଟକ କାଜିବଜାର ସ୍ଥିତ ଘରକୁ ଯାଇ ବିଦ୍ୟାଶ୍ରୀଙ୍କ ପରିବାର ଲୋକଙ୍କୁ ଜେରା କରିଛି ଜିଆରପି … Read More

ସେନାର ଏନକାଉଣ୍ଟର, ଟଳିଲେ ଆଉ ୩ ଆତଙ୍କବାଦୀ

ଜମ୍ମୁକାଶ୍ମୀର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ଶନିବାର ସକାଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳିବିନିମୟରେ ଭାରତୀୟ ସୁରକ୍ଷା ବାହିନୀକୁ ସଫଳତା ମିଳିଛି। ସୁରକ୍ଷା ବାହିନୀ ଗୁଳିରେ ୩ ଜଣ ଆତଙ୍କବାଦୀ ପ୍ରାଣ … Read More

୪ ଜିଲ୍ଲା ଓ ରାଉରକେଲା ସହରରେ ପଡ଼ିଲା ତାଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ କଟକ, ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ ଓ ରାଉରକେଲା ସହର ଲକ୍‌ ଡାଉନ୍ ହୋଇଛି‌ । ବିଭିନ୍ନ ସ୍ଥାନରେ ପୋଲିସର କଡ଼ା ଚେକିଂ ଚାଲିଥିବା ବେଳେ ରାସ୍ତାଘାଟ ସମ୍ପୂର୍ଣ୍ଣ ଶୂନ ହୋଇ ପଡ଼ିଛି ଦୋକାନ ବଜାର … Read More