ଜୁଲାଇ ୩୧ ସୁଦ୍ଧା ମାଟ୍ରିକ ରେଜଲ୍ଟ: ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଙ୍କଟ ମଧ୍ୟରେ ଶେଷ ହୋଇଛି ମାଟ୍ରିକ ଖାତାଦେଖା । ଏବେ ଆରମ୍ଭ ହୋଇଛି ଟାବୁଲେସନ । ଜୁଲାଇ ୩୧ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ବାହାରିବ ବୋଲି ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ … Read More

ଧୂଳିଆ ଜନ୍ଦା ରାଜନୀତି

ମାତିଛି ମହାମାରୀ । ଜୀବନ ବଞ୍ଚାଇବା ଚିନ୍ତାରେ ସମସ୍ତେ । କିନ୍ତୁ କରୋନା ବେଳେ ଦେଶରେ ଚାଲିଛି କ୍ଷମତା ରାଜନୀତିର ହୀନ ଲଢେଇ । ଲୋକଙ୍କ ମୁହଁରେ ତୁଣ୍ଡି ବାନ୍ଧି ପୁଣି ଲକ୍ ଡାଉନ୍, ସଟ୍ ଡାଉନ୍ କରି, ସେମାନଙ୍କୁ ଘରେ … Read More

କଟକ ସହରରୁ ହଟିଲା ସଟ୍‌ଡାଉନ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ସହରରୁ ହଟିଛି ସଟ୍‌ ଡାଉନ କଟକଣା। ଆଜିଠୁ ସଂଧ୍ୟା ୬ଟା ଯାଏ ଦୋକାନବଜାର ଖୋଲିପରିବା। କିନ୍ତୁ ସଂଧ୍ୟା ୭ଟାରୁ ପରଦିନ ସକାଳ ୫ଟା ଯାଏ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିବ। ଔଷଧ ଦୋକାନ ପାଇଁ … Read More

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଆଦିତ୍ୟ ଦାଶଙ୍କ ମୃତ୍ୟୁ ଏବଂ ଅବକ୍ଷୟମୁଖୀ ଗଣମାଧ୍ୟମ

ମାନବପ୍ରେମୀ ଆଦିତ୍ୟ ଦାଶଙ୍କରମୃତ୍ୟୁ ଖବର ଏବେ ଚହଳ ସୃଷ୍ଟି କରିଛି । ଏହା ହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ବିବାଦ ସୃଷ୍ଟି ହେବାର ଲାଗିଛି । ଜଣେ ସମାଜସେବୀ ଏବଂ ଉଦ୍ଦୀପନାସୃଷ୍ଟିକାରୀ ବକ୍ତା ହିସାବରେ ଆଦିତ୍ୟ ଦାଶଙ୍କର ଅନେକ ସୁନାମ … Read More

ବିରଳ ଘଟଣା: ଏକ ସଙ୍ଗେ ୪ ବାଛୁରୀଙ୍କୁ ଜନ୍ମ ଦେଲା ଗୋଟିଏ ଗାଈ

କେନ୍ଦ୍ରାପଡ଼ା,(ଓଡ଼ିଶା ଟାଇମ୍‌) :ଗୋଟିଏ ଗାଈ ଏକାଥରକେ ୪ଟି ବାଛୁରୀ ଜନ୍ମ ଦେଲା ଭଳି ବିରଳ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲାରେ । କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଚେରୀପଡ଼ା ଗାଁରେ ଗୋଟିଏ ଗାଇ ୪ଟି ବାଛୁରୀ ଜନ୍ମ ଦେଇଛି । କଚେରୀପଡ଼ା … Read More

ଅମିତାଭ ବଚ୍ଚନଙ୍କୁ କରୋନା, ମୁମ୍ବାଇ ସ୍ଥିତ ନାନାବତି ହସ୍ପିଟାଲକୁ କରାଗଲା ସ୍ଥାନାନ୍ତର

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ବାବ ନମୁନା ପରୀକ୍ଷାରେ କୋଭିଡ୍ ପଜିଟିଭ ବାହାରିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅମିତାଭ ନିଜେ ଟୁଇଟ୍ … Read More

ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲା , ଅଗଷ୍ଟ ୮ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ବର, (ଓଡିଶା ଟାଇମ୍) :ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶେଷ ହୋଇଛି । ବାରମ୍ବାର ବିଫଳ ହେବାରୁ ମହାନଦୀ ଜଳ ବିବାଦ ନେଇ ଇସ୍ୟୁ ଫ୍ରେମ କରିଛନ୍ତି ଟ୍ରିବ୍ୟୁନାଲ । ସବୁ ପକ୍ଷର ଦାବି ଶୁଣିବା ପରେ ୪୦ରୁ … Read More

ଭୁବନେଶ୍ବରରେ ସେରୋଲଜିକାଲ୍ ସର୍ଭେ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ ରାଜଧାନରେରେ ମାଡିଚାଲିଛି କରୋନା ମହାମାରୀ । ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ଏହାରି ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ସେରୋଲଜିକାଲ ପରୀକ୍ଷା … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆଜି ସକାଳେ ଉତ୍ତର କଶ୍ମୀରର ‌ନୌଗାମ ସେକ୍ଟର୍‌ ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଦୁଇଜଣ ଆତଙ୍କବାଦୀ ନିପାତ ହୋଇଥିବା କଥା ଭାରତୀୟ ସେନା ଅଧିକାରୀମାନେ କହିଛନ୍ତି। ସେନାର ଜଣେ … Read More