ଆଦିତ୍ୟ ଦାସ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି
ଭୁବନେଶ୍ବର, (ଓଡିଶା ଟାଇମ୍) :ସମାଜସେବୀ ତଥା ପିପୁଲ ଫର ସେବା’ର ମୁଖ୍ୟ ଆଦିତ୍ୟ ଦାଶଙ୍କ ରେଳଧାରଣାରୁ ମୃତଦେହ ମିଳିବା ଘଟଣାରେ ସସ୍ପେନ୍ସ ବଢ଼ିଚାଲିଛି। ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି । ତେବେ ସେପଟେ ମାମଲାର ମୋଡ଼ ବଦଳାଇଛି ଜିଆର୍ପି … Read More











