ଫାଇନ୍ ଗଣିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପିସିସି ସଭାପତିଙ୍କୁ ୫ ଶହ ଟଙ୍କା ଫାଇନ୍। ମାଷ୍ଟର କ୍ୟାଣ୍ଟିନ୍‌ରେ ବିକ୍ଷୋଭ ବେଳେ ସାମାଜିକ ଦୂରତା ନିୟମ ଉଲଂଘନ କରି ପିସିସି ସଭାପତି ୫ ଶହ ଟଙ୍କା ଜରିମାନା ଦେଇଛନ୍ତି। କରୋନା ମହାମାରୀ ପାଇଁ ସାରା … Read More

କରୋନା ପାଇଁ ବାତିଲ ହେଲା ସିଟିଇଟି ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ମହାମାରୀ କରୋନା କାରଣରୁ ବାତିଲ ହେଲା ସିଟିଇଟି ପରୀକ୍ଷା । ଗତକାଲି ଗୁରୁବାର ଦିନ ସୁପ୍ରିମକୋର୍ଟଙ୍କ ନିଷ୍ପତି ପରେ ସିବିଏସ୍‌ଇ ପକ୍ଷରୁ ସମସ୍ତ ପରୀକ୍ଷା ବାତିଲ ହୋଇଥିବା ବେଳେ ଆଜି ସିଟିଇଟି ପରୀକ୍ଷାକୁ ବାତିଲ କରାଯାଇଥିବା … Read More

ତ୍ରାଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର , (ଓଡିଶା ଟାଇମ୍) : ଜାମ୍ମୁ କାଶ୍ମୀରର ତ୍ରାଲରେ ଚାଲିଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ଅପରେସନରେ ସୁରକ୍ଷା ବାହିନୀ ଜଣେ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି । ଗତକାଲିଠାରୁ ଏହି ଏନକାଉଣ୍ଟର ଜାରି ରହିଛି । … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୮ ଆକ୍ରାନ୍ତ, ୬ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଦେଶରେ ରେକର୍ଡ ଭାଙ୍ଗୁଛି କରୋନା, ଦିନକରେ ପୁଣି ୧୭ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ, ଗଲାଣି ୪୦୭ ଜୀବନ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଭାରତରେ କରୋନାସ୍ଥିତି ସଂଘାତିକ ହେଉଛି । ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମିତ ଙ୍କ ସଂଖ୍ୟା । ଦିନକୁ ଦିନ ମହାମାରୀ କରୋନା ଭାଇରସ ପ୍ରଭାବ ବଢ଼ିଚାଲିଛି । ଦେଶରେ ପ୍ରତିଦିନ … Read More

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି

ପୁରୀ, (ଓଡିଶା ଟାଇମ୍) : ଆଜି ଶ୍ରୀଜୀଉଙ୍କ ହେବ ବନକଲାଗି ନୀତି । ମଧ୍ୟାହ୍ନଧୁପ ସରିବା ପରେ ପଛ ଭୋଗମଣ୍ଡପରେ କରାଯିବ ଏହି ଗୁପ୍ତ ନୀତି । ଏଥିପାଇଁ ଆବଶ୍ୟକ ସାମଗ୍ରୀକୁ ଦତ୍ତ ମହାପାତ୍ର ସେବାୟତଙ୍କୁ ଯୋଗାଇଦିଆଯାଇଛି । ଏମାନେ ୪ … Read More

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ପୁଣି ୫୦ ନୂଆ ପଜିଟିଭି ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଇଛନ୍ତି  । ସେମାନଙ୍କ ମଧ୍ୟରୁ କିଛି ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ କିଛି ସଂଗରୋଧ କେନ୍ଦ୍ରରୁ … Read More

ପୁଣି ଜଗମୋହନକୁ ବିପଦ: ଅବହେଳା କରୁଛି ଏଏସ୍‌ଆଇ, ଖସିଲା ୪ ପଥର

ଭୁବନେଶ୍ଵର, (ଓଡ଼ିଶା ଟାଇମ୍): ଭାରତୀୟ ପ୍ରତ୍ନତତ୍ତ୍ଵ ସଂସ୍ଥାନ ( ଏଏସ୍‌ଆଇ)ର ନିରନ୍ତର ଅବହେଳା ଯୋଗୁ ଶ୍ରୀମନ୍ଦିର ଜଗମୋହନ ବିପଜ୍ଜନକ ସ୍ଥିତିକୁ ଚାଲି ଆସିଛି। ପରିସ୍ଥିତି ଏପରି ହୋଇଛି ଯେ, ପୁଣିଥରେ ବଡ଼ ଦେଉଳରୁ ପଥର ଖସିଛି। ଗୋଟିଏ କି ଦୁଇଟି ନୁହେଁ, … Read More

କୋଭିଡ୍‌ ଛାଟ: ଯାଞ୍ଚ ପରେ ୧୦ ହସ୍ପିଟାଲକୁ ବିଏମ୍‌ସିର ନୋଟିସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନୁନଥିବା ରାଜଧାନୀର ହସ୍ପିଟାଲକୁ କଡ଼ା ଚେତାବନୀ ଦେଲା ବିଏମ୍‌ସି। କରୋନା ବେଳରେ ହସ୍ପିଟାଲ ପ୍ରୋଟୋକଲ ନମାନିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) କମିଶନର। ୧୦ଟି ହସ୍ପିଟାଲକୁ ବିଏମସିର ନୋଟିସ୍‌। … Read More

ରାଜ୍ଯ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୬୮ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ଯ ପାଇଁ ଭଲ ଖବର । ରାଜ୍ୟରେ ଆଉ ୧୬୮ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ମୋଟ ୪୨୯୧ଜଣ ସଂକ୍ରମିତ ଆରୋଗ୍ୟ ଲାଭ କଲେଣି । ସୁସ୍ଥ ହୋଇଥିବା … Read More