ଚତୁର୍ଦ୍ଧାମୂରତିଙ୍କ ଆଡପ ମଣ୍ଡପ ବିଜେ : ଶ୍ରୀଗୁଣ୍ଡିଚା ମନ୍ଦିର ଚାରିପାଖରେ କର୍ଫ୍ୟୁ ବଳବତ୍ତର

ପୁରୀ, (ଓଡିଶା ଟାଇମ୍) : ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ମଣ୍ଡପ ବିଜେ ଆରମ୍ଭ ହୋଇଛି । ପହଣ୍ଡି ଆରମ୍ଭ ହୋଇ ଶ୍ରୀ ମଦନ ମୋହନ ଓ ରାମକୃଷ୍ଣଙ୍କ ଗୋଟି ପହଣ୍ଡି ଶେଷ ହୋଇଛି । ଗୋଟି ପହଣ୍ଡିରେ ଜନ୍ମବେଦିକୁ ଯାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । … Read More

ପତଞ୍ଜଳିକୁ ଉତ୍ତରାଖଣ୍ଡ ଆୟୁର୍ବେଦିକ ବିଭାଗର ନୋଟିସ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଭାଇରସ ଔଷଧ ବାହାର କରିଥିବା ଦାବି କରିଥିବା ଯୋଗଗୁରୁ ରାମଦେବ ବାବାଙ୍କ ଆୟୁର୍ବେଦିକ ସଂସ୍ଥା ଦିବ୍ୟ ଫର୍ମାସୀ ବର୍ତ୍ତମାନ ଅଡୁଆରେ ପଡିଯାଇଛି । କମ୍ପାନୀକୁ ଥଣ୍ଡା କାଶ ଔଷଧ ତିଆରି କରିବାକୁ ମିଳିଥିଲା ଲାଇସେନ୍ସ … Read More

ରାଜ୍ୟ ପାଇଁ ଭଲ ଖବର, ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଭଲ ଖବର । ରାଜ୍ଯରେ ଆଜି ଆଉ  ୧୩୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୧୨୩କୁ ବୃଦ୍ଧି ପାଇଛି । ସୁସ୍ଥ … Read More

ପୁରୀରେ ସେବାୟତ ଓ ପୋଲିସଙ୍କ ହେବ କୋଭିଡ୍ ଟେଷ୍ଟ

ପୁରୀ, (ଓଡିଶା ଟାଇମ୍) : ଶ୍ରୀମନ୍ଦିର ସେବାୟତଙ୍କର ୨ ଥର କୋଭିଡ ଟେଷ୍ଟ ହେବ। ଅଢ଼େଇ ହଜାର ସେବାୟତଙ୍କର ୨ ରାଉଣ୍ଡ କୋଭିଡ୍ ଟେଷ୍ଟ କରାଯିବ। ସେମାନଙ୍କ ବ୍ୟତୀତ ପୋଲିସ୍, ସଫେଇ କର୍ମଚାରୀଙ୍କର ମଧ୍ୟ ଟେଷ୍ଟ କରାଯିବ। ରଥ ଯାତ୍ରାରେ ସାମିଲ … Read More

ଦେଶରେ ୨୪ଘଣ୍ଟାରେ ୪୬୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଭୂତାଣୁରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧୫ ହଜାର ପାର୍‌ ହୋଇଛି। ଗତ କିଛିଦିନ ଧରି ଦୈନିକ ୧୪ରୁ ୧୫ ହଜାର ମଧ୍ୟରେ ନୂଆ ରୋଗୀ ଚିହ୍ନଟ ହେଉଥିବାବେଳେ ଗତ ୨୪ ଘଣ୍ଟାରେ ୧୫ … Read More

ମହାକାଶରୁ ଖସୁଛି ବିରାଟ ଉଲ୍‌କା ପିଣ୍ଡ, ଆଜି ପୃଥିବୀ ନିକଟ ଦେଇ ଅତିକ୍ରମ କରିବ

(ଓଡିଶା ଟାଇମ୍) : ମହାକାଶରୁ ପୃଥିବୀ ଆଡ଼କୁ ଏକ ବିରାଟ ଉଲକାପିଣ୍ଡ ମାଡ଼ି ଆସୁଛି । ଏହି ଉଲକାପିଣ୍ଡର ଗତିର ବେଗ ଏତେ ଅଧିକ ଯେ ଯଦି ପୃଥିବୀ ଉପରେ ପଡ଼ିବ ତେବେ ଏହା ପାଖଆଖ କେତେ କିଲୋମିଟର ଯାଏଁ ବିନାଶ … Read More

ପତଞ୍ଜଳି କରୋନା ଔଷଧର ପ୍ରଚାର ବନ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆୟୁଷ ମନ୍ତ୍ରାଳୟ ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍ ଦ୍ୱାରା କରୋନା ଭାଇରସର ଉପଚାର ପାଇଁ ବିକଶିତ କରିଥିବା ଔଷଧ କରୋନିଲ୍ ସମ୍ପର୍କରେ ଖବର ପାଇବା ପରେ ନିଜର ପ୍ରତିକ୍ରିୟା ରଖିଛି । ଏହି ମାମଲାରେ ବିଧିବଦ୍ଧ ଯାଂଚ … Read More

ପୁରୀ ଜିଲ୍ଲାରେ କୋହଳ ହେଲା କର୍ଫ୍ୟୁ

ପୁରୀ, (ଓଡିଶା ଟାଇମ୍) : ଆଜି ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହେବା ପରେ ଅନେକ ସ୍ଥାନରେ କର୍ଫ୍ୟୁ କୋହଳ ହୋଇଛି । ରଥଯାତ୍ରା ପାଇଁ ସୋମବାର ରାତି ୯ଟାରୁ କର୍ଫ୍ୟୁ ଜାରି ହୋଇଥିଲା। ରାତି ୯ଟାରୁ ପୁରୀରେ ସଟ୍‌ଡାଉନ୍ ଘୋଷଣା କରିଥିଲେ … Read More

ରାଜ୍ୟରେ ଆଉ ୧୨୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୨୫ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ସୁସ୍ଥ ହୋଇଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୯୮୮ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଧାର … Read More

ଦେଶରେ ପୁଣି ପୂର୍ବ ରେକର୍ଡ ଭାଙ୍ଗିଲା କରୋନା, ଦିନକରେ ପ୍ରାୟ ୧୫ ହଜାର ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ପୂର୍ବ ରେକର୍ଡ ଭାଙ୍ଗି ପୁଣି ସର୍ବାଧିକ ୧୪ ହଜାର ୯୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୪ ଲକ୍ଷ … Read More