ଶରୀରରେ ହିମୋଗ୍ଲୋବିନ୍ ସ୍ତର କମ୍ ଥିଲେ, ଖାଆନ୍ତୁ ଏସବୁ ଫଳ

ଭୁବନେଶ୍ୱର: ସୁସ୍ଥ ଓ ସବଳ ରହିବା ପାଇଁ ସମସ୍ତେ ଭଲ ପାଇଥାନ୍ତି, ହେଲେ ବ୍ୟସ୍ତବହୁଳ ଜୀବନ ଫଳରେ ଠିକ୍ ଭାବେ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଇହୋଇନଥାଏ । ଶରୀରକୁ ସୁସ୍ଥ ରଖିବା ପାଇଁ ହିମୋଗ୍ଲୋବିନ ଖୁବ୍ ଜରୁରୀ । ଡାକ୍ତରଙ୍କ ମତରେ … Read More

ଆସନ୍ତାକାଲି ବିରଳ ସୂର୍ଯ୍ୟୋପରାଗ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆସନ୍ତାକାଲି ସୂର୍ଯ୍ୟୋପରାଗ । ଓଡ଼ିଶାରେ ଏହା ଆଂଶିକ ଦୃଶ୍ୟ ହେବ । ଆଷାଢ଼ ମାସ ବିଜୟ ଅମାବାସ୍ୟାରେ ରାହୁଗ୍ରସ୍ତ କଙ୍କଣାକୃତି ଆଂଶିକ ଚୂଡ଼ାମଣି ସୂର୍ଯ୍ୟୋପରାଗ ସଂଘଟିତ ହେବ । ଭାରତର ହରିଆଣା, ରାଜସ୍ଥାନ, ଉତ୍ତରାଖଣ୍ଡର କିଛି … Read More

ଦିଲ୍ଲୀରେ ଓଡିଆ ଡାକ୍ତରଙ୍କ କରୋନାଜନିତ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ହୁ ହୁ ହୋଇ ବଢିଚାଲିଛି କରୋନା ଭାଇରସ୍ । ଏହାରି ମଧ୍ୟରେ ଆଜି ଦିଲ୍ଲୀରେ ଜଣେ ଓଡିଆ ଡାକ୍ତରଙ୍କ ମୃତ୍ୟୁ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ଜୀବନ ହରାଇଥିବା ଓଡିଆ ଡାକ୍ତରଙ୍କ ନାମ … Read More

ପୁଲିସ ମହାନିର୍ଦ୍ଦେଶକଙ୍କ ମାଲକାନଗିରି ଗସ୍ତ : ଉଦଘାଟନ କଲେ ଯୋଡ଼ାମ୍ବ ପୁଲିସ ଥାନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଶନିବାର ମାଲକାନଗିରି ଜିଲ୍ଲା ଗସ୍ତ କରି ମାଓ ଦମନ ଉପରେ ଆଲୋଚନା ଏବଂ ଏକ ନୂତନ ପୁଲିସ ଥାନା ଉଦଘାଟନ କରିଛନ୍ତି। ଏହି ଗସ୍ତରେ ସେ ଜିଲ୍ଲାର ସୁରକ୍ଷା … Read More

ରାଜ୍ୟରେ ୧୮ ଜିଲ୍ଲାରୁ ଆଜି ସର୍ବାଧିକ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ରେକର୍ଡ ସଂଖ୍ୟକ ୨୩୭ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩୫୩୪ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର … Read More

ଆଲବମ୍ କୁଇନ୍ ଦୀପା ସାହୁଙ୍କ ଅବସ୍ଥା ଗୁରୁତର, ମେଡିକାଲରେ ଭର୍ତ୍ତି

ଭୁବନେଶ୍ବର , (ଓଡିଶା ଟାଇମ୍) : ଓଡିଆ ଆଲବମ୍ କୁଇନ ତଥା ଅଭିନେତ୍ରୀ ଦୀପା ସାହୁ କ୍ୟାନସରରେ ପୀଡ଼ିତ ଅଛନ୍ତି । ଆଜି ଦୀପାଙ୍କ ସ୍ବାସ୍ଥ୍ୟ ଗୁରୁତର ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, ଅଭିନେତ୍ରୀ ଦୀପା … Read More

ଗରିବ କଲ୍ୟାଣ ଅଭିଯାନର ଶୁଭାରମ୍ଭ; ଓଡ଼ିଶାର ୪ ଜିଲ୍ଲା ସାମିଲ୍

ଭୁବନେଶ୍ବର , (ଓଡିଶା ଟାଇମ୍) : ପ୍ରବାସୀ ଶ୍ରମିକଙ୍କ ପାଇଁ ଗରିବ କଲ୍ୟାଣ ଯୋଜନାର ଶୁଭାରମ୍ଭ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗ୍ରାମାଞ୍ଚଳରେ ଜୀବିକା ଯୋଗାଇବାରେ ଏହି ଯୋଜନା … Read More

ପୁରୀ ଜିଲ୍ଲାରେ ପ୍ରଥମ କରୋନା ମୃତ୍ୟୁ, ରାଜ୍ୟରେ ୧୨କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତି ଜଣକ ପୁରୀ ଜିଲ୍ଲାର ୬୦ ବର୍ଷର ବୃଦ୍ଧ … Read More

ପାକ୍‌ ଷଡ଼ଯନ୍ତ୍ର ବିଫଳ; ଭାରତୀୟ ସୀମାରେ ଉଡୁଥିବା ସଶସ୍ତ୍ର ଡ୍ରୋନକୁ ଖସାଇଦେଲା ସେନା

ଶ୍ରୀନଗର, (ଓଡିଶା ଟାଇମ୍) : ଆଜି ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍) ଜମ୍ମୁ ଓ କଶ୍ମୀରର କଠୁଆ ଅନ୍ତର୍ଗତ ଆନ୍ତର୍ଜାତିକ ସୀମା ଠାରେ ଗୋଟାଏ ପାକିସ୍ତାନୀ ଡ୍ରୋନ୍‌କୁ ଗୁଳି ମାରି ଖସାଇ ଦେଇଛନ୍ତି। ଫଳରେ ସୀମା ଏପାଖରେ ଡ୍ରୋନ୍‌ ଦ୍ବାରା ଅସ୍ତ୍ରଶସ୍ତ୍ର … Read More

ରାଉରକେଲା ରେଳ ଷ୍ଟେସନରେ ପହଞ୍ଚିଲା ଦୁଇଟି ପ୍ରବାସୀ ଶ୍ରମିକ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ବର , (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଦୁଇଟି ପ୍ରବାସୀ ଶ୍ରମିକ ସ୍ୱତନ୍ତ୍ର ଟ୍ରେନ୍ ରାଉରକେଲା ରେଳ ଷ୍ଟେସନରେ ପହଞ୍ଚିଛି । ଗୋଟିଏ ଟ୍ରେନ୍ ବେଙ୍ଗାଲୁରୁ … Read More