ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ପହିଲି ରଜ ଶୁଭେଚ୍ଛା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ପହିଲି ରଜ। ଓଡ଼ିଶାର ଏହି ଗଣପର୍ବକୁ ଉଲ୍ଲାସର ପାଳୁଛନ୍ତି ରାଜ୍ୟବାସୀ। ନୂଆ ପୋଷାକ ପିନ୍ଧି, ପାଦରେ ଅଳତା, ହାତରେ ମେହେନ୍ଦି ଏବଂ ମୁଣ୍ଡରେ କୁଙ୍କୁମ ଲଗାଇ ସଜ ହୋଇଛନ୍ତି କୁଆଁରୀ କନ୍ୟା। ତା’ସହ ଘରେ … Read More

ଆଜି ଭୁବନେଶ୍ୱରରେ ୧୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ ଜଣ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ ୨ଟି ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା … Read More

ରଜରେ ଭିଜୁଛି ଓଡ଼ିଶା; ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବର୍ଷା । କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ନୂଆପଡା, ସମ୍ବଲପୁର,ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର … Read More

ଦେଶରେ ସଂକ୍ରମଣ ମାମଲା ୩ ଲକ୍ଷ ଟପିଲା

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ମାମଲା ଆଜି ୩ ଲକ୍ଷ ଟପିଯାଇଛି। ଦିନକରେ ରେକର୍ଡ ୧୧ ହଜାର ୪୫୮ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୩୮୬ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦେଶ‌ରେ … Read More

ରାଜ୍ୟରେ କରୋନା ନେଲା ଆଉ ଗୋଟେ ମୁଣ୍ଡ, ୧୧କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ … Read More

ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଆଜି UAEରୁ ଫେରିବେ ୨୧୫ ଜଣ ପ୍ରବାସୀ ଓଡିଆ

ଭୁବନେଶ୍ବର, (ଓଡିଶା ଟାଇମ୍) : ଲକ୍‌ଡାଉନ୍‌ ଯୋଗୁ ଦୁବାଇରେ ଫସିଥିବା ୨୧୫ ପ୍ରବାସୀ ଓଡ଼ିଆଙ୍କୁ ଧରି ଓଡ଼ିଶା ଫେରୁଛି ଏକ ସ୍ୱତନ୍ତ୍ର ବିମାନ। ପ୍ରବାସୀ ଓଡ଼ିଆଙ୍କୁ ଧରି Air Arabiaର ଏକ ସ୍ୱତନ୍ତ୍ର ବିମାନ ଆଜି ଶାର୍‌ଜାହ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଛାଡ଼ିବ। … Read More

ଭୁବନେଶ୍ବରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ଵର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦରୁ ଏକ ସ୍ୱତନ୍ତ୍ର ‌ଆମ୍ବୁଲାନ୍ସରେ ଆସି ଆଜି ସକାଳେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଗତକାଲି ମଧ୍ୟାହ୍ନ ପ୍ରାୟ ୧୨ଟାରେ ହାଇଦ୍ରାବାଦରୁ ବାହାରିଥିଲେ। ଅସୁସ୍ଥତା କାରଣରୁ କିଛି ଦିନ … Read More

ହେଲୋ… ମୁଁ ଆସୁଛି ଭୁବନେଶ୍ବର : ହାଇଦ୍ରାବାଦରୁ ସୁସ୍ଥ ହୋଇ ଫେରୁଥିବାବେଳେ ଏକଥା କହିଲେ ବିଜୟ ମହାନ୍ତି

ଭୁବନେଶ୍ଵର, (ଓଡିଶା ଟାଇମ୍) : ଓଲିଉଡ଼ର ଲୋକପ୍ରିୟ ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ସ୍ଵାସ୍ୟାବସ୍ଥାରେ ଧୀରେ ଧୀରେ ସୁଧାର ଆସୁଛି । ନିଃଶ୍ବାସପ୍ରଶ୍ୱାସ ନେବାରେ ସମସ୍ୟା ହେଉଥିବାରୁ ହାଇଦ୍ରାବାଦର ଏକ ମେଡିକାଲ୍‌ରେ ବିଜୟ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ … Read More

ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦିଙ୍କୁ କରୋନା

ପାକିସ୍ତାନ, (ଓଡିଶା ଟାଇମ୍) : ପାକିସ୍ତାନରେ ମଧ୍ୟ କରୋନାଭାଇରସର ପ୍ରଭାବ ବୃଦ୍ଧି ପାଉଛି। ବର୍ତ୍ତମାନ ପାକିସ୍ତାନରେ ଏକ ଲକ୍ଷରୁ ଅଧିକ ଲୋକ କରୋନା ଦ୍ୱାରା ସଂକ୍ରମିତ ହୋଇସାରିଛନ୍ତି । ଏବେ ପାକିସ୍ତାନର ପୂର୍ବତନ କ୍ରିକେଟ୍ ଅଧିନାୟକ ସହିଦ ଆଫ୍ରିଦି ମଧ୍ୟ ଏହି … Read More