ରାଜ୍ୟରେ ମାହାବାତ୍ୟା ‘ଅମ୍ପନ’ର ପ୍ରଭାବ: ୧ଲକ୍ଷ ୧୬ ହଜାର ସ୍ଥାନାନ୍ତର
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): ବଙ୍ଗୋପସାଗରରେ ସୃଷ୍ଟ ଘୂଣ୍ଣିଝଡ଼ ଅମ୍ପନ ଉତ୍ତର-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ମହାବାତ୍ୟା ରୂପ ଧାରଣ କରିଛି। ଏହାର କେନ୍ଦ୍ରସ୍ଥଳ ରାତି ସାଢ଼େ ୨ଟାରେ ପାରାଦୀପଠାରୁ ୧୮୦ କିଲୋମିଟର ଦୂରରେ ରହିଥିଲା। ଘଣ୍ଟାପ୍ରତି ୧୧ କିଲୋମିଟର ବେଗରେ ଏହା ଓଡ଼ିଶା … Read More











