ପ୍ରଥମଥର ପାଇଁ ଓଡ଼ିଆ ପ୍ରଫେସର ହେବେ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି
ଭୁବନେଶ୍ୱର, (ଓଡ଼ିଶା ଟାଇମ୍): ପ୍ରଫେସର ପ୍ରସନ କୁମାର ସ୍ବାଇଁ ହେବେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଆଜି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏନେଇ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି … Read More











