ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ; ଆସନ୍ତା ୨ଦିନ ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ବର,(ଓଡ଼ିଶା ଟାଇମ୍):- ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨ଦିନ ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି … Read More

କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୮୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି … Read More

କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଭୁବନେଶ୍ବର, (ଓଡିଶା ଟାଇମ୍): କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡା ଓ କାଳିମାଡ ହୋଇଛି । ଏହାସହ ମନ୍ତ୍ରୀଙ୍କ ଗାଡ଼ିକୁ କଳାପତାକା ପ୍ରଦର୍ଶନ କରିଛି କଂଗ୍ରେସ । ଭୁବନେଶ୍ୱର ବିମାନ ବନ୍ଦର ଛକରେ ଘଟିଛି ଏହି ଘଟଣା । ଖବର ଅନୁଯାୟୀ, ଏକ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ … Read More

୨୪ ଘଣ୍ଟାରେ ବାହାରିଲେ ୪୮୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ … Read More

ଓଏଏସ ସ୍ତରରେ ଅଦଳ ବଦଳ

ଭୁବନେଶ୍ବର, (ଓଡିଶା ଟାଇମ୍): ଓଏଏସ ସ୍ତରରେ ଅଦଳ ବଦଳ । ବରିଷ୍ଠ ଓଏଏସ୍‌ କମଲ ଲୋଚନ ମିଶ୍ର ନବରଙ୍ଗପୁରର ନୂଆ ଜିଲ୍ଲାପାଳ ହୋଇଛନ୍ତି । ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ (ଏଡିଏମ)ଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତରିକ୍ତ ସଚିବ ଭାବେ ବଦଳି … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ବନ୍ଧୁ ସହାୟତାରୁ ଉପକୃତ ହେବେ । ସ୍ୱଚ୍ଛ ଆୟର ସୂଚନା ମିଳୁଛି । ବ୍ୟବସାୟ ସୁରୁଖୁରୁରେ ଚାଲିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ । ଚାଷୀ- କୌଣସି … Read More

ଏଲଓସି ନିକଟରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ, ଲେଫ୍ଟନାଣ୍ଟଙ୍କ ସମେତ ୨ ଯବାନ ସହିଦ

ଶ୍ରୀନଗର, (ଓଡିଶା ଟାଇମ୍): ଜାମ୍ମୁ-କାଶ୍ମୀରର ରାଜୌରୀ ଜିଲ୍ଲାରେ ନିୟନ୍ତ୍ରଣ ରେଖା ନିକଟରେ ଲ୍ୟାଣ୍ଡ ମାଇନ୍‌ ବ୍ଲାଷ୍ଟ ଯୋଗୁ ଜଣେ ସେନା ଅଧିକାରୀଙ୍କ ସମେତ ଦୁଇ ଯବାନ ସହିଦ ହୋଇଛନ୍ତି। ଏଥିରେ ଅନ୍ୟ ୩ ଜଣ ଯବାନ ଆହତ ମଧ୍ୟ ହୋଇଛନ୍ତି। ମିଳିଥିବା … Read More

ରୁଷରେ ଡାକ୍ତରୀ ପାଠ ୨୦ଲକ୍ଷ ବ୍ୟୟରେ ହେଉଥିବାବେଳେ ଭାରତରେ ଏହା ଦେଢ଼କୋଟି

ଦେଶର ବେସରକାରୀ କଲେଜଗୁଡ଼ିକରେ ଡାକ୍ତର ହେବାର ମୂଲ୍ୟ ୧ ରୁ ୧.୫ କୋଟି ଟଙ୍କା ମଧ୍ୟରେ ରହିଛି । ଏହାର ତୁଳନାରେ ପଡ଼ୋଶୀ ବାଂଲାଦେଶ ଏବଂ ରୁଷରେ ଡାକ୍ତର ହେବାର ଖର୍ଚ୍ଚ ବହୁତ କମ୍ । ଏହି କାରଣରୁ ବହୁ ସଂଖ୍ୟକ … Read More

ବିଜେଡିରେ ମିଶିଲେ ସିପିଏମ୍‌ ନେତା ନବକିଶୋର ମହାନ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍): ବିଜେଡିରେ ମିଶିଲେ ସିପିଏମ୍‌ ନେତା ନବକିଶୋର ମହାନ୍ତି । ସେ ୪୦ବର୍ଷ ଧରି ସିପିଏମ୍‌ରେ କାମ କରିଥିଲେ । ତାଙ୍କ ସହ ୪୨ଟି ଶ୍ରମିକ ସାମୁଖ୍ୟ ସଙ୍ଗଠନ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡିରେ ସାମିଲ … Read More