ବାରିପଦାରେ ବିକାଶର ପସରା ଖୋଲିଲେ ନବୀନ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ୧୧ଟି ଜନହିତକର ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୬ଟି ଜନହିତକାରୀ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବାରିପଦା ଛଉପଡ଼ିଆରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି କାର୍ଯ୍ୟକ୍ରମରେ … Read More











