ମାଓନେତା ଆର.କେଙ୍କ ମୃତ୍ୟୁ, ମୁଣ୍ଡରେ ଥିଲା ୯୭ଲକ୍ଷର ପୁରସ୍କାର ରାଶି

ଭୁବନେଶ୍ୱର (ଓଡ଼ିଶା ଟାଇମ୍) : ରୋଗ ନେଲା ମାଓନେତାଙ୍କ ଜୀବନ । ମାଓନେତା ଆକ୍କିରାଜୁ ହରଗୋପାଲ୍ ଓରଫ ରାମକ୍ରିଷ୍ଣା ଓରଫ ଆର.କେଙ୍କ ମୃତ୍ୟୁ ପରେ ଲାଲବାହିନୀକୁ ଶକ୍ତ ଧକ୍କା ଲାଗିଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ସେଣ୍ଟ୍ରାଲ କମିଟି … Read More

୨୧ରୁ ଏକାଦଶ ଓ ୨୫ରୁ ୮ମ ଶ୍ରେଣୀ ସ୍କୁଲ ଖୋଲିବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ଯୋଗୁଁ ପାଠପଢ଼ା ବିଶେଷ ପ୍ରଭାବିତ ହେଉଥିବା ବେଳେ ସ୍କୁଲ ଖୋଲିବା ପ୍ରସଙ୍ଗରେ ଆଜି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଦଶହରା ପରେ ୮ମ ଓ ଏକାଦଶ … Read More

ଆଜି ବିଜୟା ଦଶମୀ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ, (ଓଡିଶା ଟାଇମ୍): ଶାରଦୀୟ ପୂଜାର ଆଜି ଶେଷ ଦିନ।  ଆଜି ସବୁଠି ପାଳନ ହେଉଛି ବିଜୟା ଦଶମୀ। ଅଧର୍ମ ଉପରେ ଧର୍ମର ଜୟ, ଅସତ୍ୟ ଉପରେ ସତ୍ୟର ବିଜୟ। ଆଜି ଜଗତଜ୍ଜନନୀ ମା ଦୁର୍ଗାଙ୍କର ବିଜୟା ଦଶମୀ ବା ଦଶହରା … Read More

୨୪ ଘଣ୍ଟାରେ ବାହାରିଲେ ୪୬୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୨୭୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୧ … Read More

ବିଜୟା ଦଶମୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ବିଜୟା ଦଶମୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନେଦ୍ର ମୋଦି । ଦଶହରାରେ ଅସତ୍ୟ ଉପରେ ସତ୍ୟର ବିଜୟ ପ୍ରତିଷ୍ଠା ହୋଇଥିବାରୁ ଆଜିର ପବିତ୍ର ଦିବସରେ ଦେଶବାସୀଙ୍କ ମଙ୍ଗଳା କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି ପ୍ରତ୍ୟେକ … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା … Read More

ଖୁବଶୀଘ୍ର ଖୋଲିବ ପ୍ରାଇମେରୀ ସ୍କୁଲ !

ଭୁବନେଶ୍ୱର (ଓଡ଼ିଶା ଟାଇମ୍): ପୂଜା ଛୁଟି ପରେ ଖୋଲିବ କି ବିଦ୍ୟାଳୟର ଅନ୍ୟ କ୍ଲାସ? ଏହି ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟ ପରେ ଏନେଇ ସାଧାରଣରେ ପ୍ରଶ୍ନ ଉଠିଛି। ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଶଙ୍କା … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ  ପିତା,ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ । ସୌଭାଗ୍ୟ ଉଦୟ ହେବାରୁ ଧନାଗମର ସୂଚନା ମିଳୁଛି । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ । ଚାଷୀ- ଜଳବାୟୁ … Read More

ଆର୍ୟନ ଖାନଙ୍କୁ ମିଳିଲା କୈଦୀ ନମ୍ବର ୯୫୬

ମୁମ୍ବାଇ, (ଓଡିଶା ଟାଇମ୍): ବଲିଉଡ ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କ ସମସ୍ୟା ଥମିବାର ନାଁ ନେଉନି। ଅକ୍ଟୋବର ୧୪ରେ କୋର୍ଟ ତାଙ୍କ ଜାମିନ ଶୁଣାଣି କରିଥିଲେ। ହେଲେ ନାମଞ୍ଜୁର କରିବା ଯୋଗୁ ତାଙ୍କୁ ଆର୍ଥର ରୋଡ ଜେଲକୁ ଯିବାକୁ ପଡିଛି। … Read More

ରାଜଧାନୀରେ ଚାଞ୍ଚଲ୍ୟ, ଅଳିଆ ଗଦାରୁ ମିଳିଲା ମଣିଷର କଟା ହାତ ଏବଂ ଗୋଡ଼

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜଧାନୀ ଭୁବନେଶ୍ୱରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଇବାରେ ଲାଗିଛି । ୟୁନିଟ୍‌-୩ ସ୍ଥିତ ଖାରବେଳ ନଗରର ଏକ ଅଳିଆ ଗଦାରୁ ମିଳିଛି ମଣିଷ ହାତ ଏବଂ ଗୋଡ଼ । ମଶିଷର ଖଣ୍ଡ ବିଖଣ୍ଡିତ ଶରୀର ମଧ୍ୟ … Read More