ଆଜିଠୁ ଟ୍ବିନ୍ ସିଟିରେ ନାଇଟ୍ କର୍ଫ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ଟ୍ବିନ୍ ସିଟିରେ ନାଇଟ୍ କର୍ଫ୍ୟୁ । ପାର୍ବଣ ଆରମ୍ଭ ହୋଇଯାଇଥିବାରୁ ଟ୍ୱିନ୍ ସିଟିରେ ହାଟ, ବଜାରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। କୋଭିଡ୍ ସଂକ୍ରମଣ ୫ଶହ ଉପରେ ରହୁଥିବାରୁ ଏହାକୁ ରୋକିବାକୁ ପ୍ରଶାସନ ଉଦ୍ୟମ କରୁଛି। … Read More











