ଲକ୍ଷ୍ମୀପୁର ଖେରି ହିଂସା ମାମଲାରେ ନିଜ ଆଡୁ ହସ୍ତକ୍ଷେପ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଲକ୍ଷ୍ମୀପୁର ଖେରି ହିଂସା ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଦେଶରେ ବର୍ତ୍ତମାନ ସବୁଠୁ ବଡ ପ୍ରସଙ୍ଗ ପାଲଟିଥିବା ଲକ୍ଷ୍ମୀପୁର ହିଂସା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ଏହି ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ନିଜ … Read More











