ଜୁଲାଇ ପହିଲାରେ ବାହାରିବ ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର,(ଓଡ଼ିଶା ଟାଇମ୍):ଜୁଲାଇ ବାହାରିବ ମାଟ୍ରିକ ରେଜଲ୍ଟ । ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ମଧ୍ୟ ହୋଇଛି ବୋଲି … Read More











