ଦୁର୍ନୀତିଗ୍ରସ୍ତଙ୍କ ଚାକିରୀ ଗଲା : ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ବର, (ଓଡିଶା ଟାଇମ୍): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍ ରେଜିଷ୍ଟ୍ରାର … Read More











