ଜେସପିଏଲ ଫାଉଣ୍ଡେସନକୁ ମହାତ୍ମା ସମ୍ମାନ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍‌): କୋଭିଡ ମହାମାରୀ ମୁକାବିଲା ପାଇଁ ବହୁମୁଖୀ ସାମାଜିକ କାର୍ଯ୍ଯକ୍ରମ ନିମନ୍ତେ ଜେଏସପିଏଲ ଫାଉଣ୍ଡେସନକୁ ସମ୍ମାନଜନକ ମହାତ୍ମା ପୁରସ୍କାରରେ ସମ୍ମାନିତ କରାଯାଇଛି | ପୁଡୁଚେରୀର ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଡ କିରଣ ବେଦୀ ନୂଆଦିଲ୍ଲୀରେ ଆୟୋଜିତ ଏକ ପୁରସ୍କାର ବିତରଣ … Read More

୭୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ୭୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ । ତାଙ୍କ ଜନ୍ମଦିନ ଅବସରରେ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ । ଦେଶର ବିଭିନ୍ନ ସ୍ଥାନରୁ ଅଭିନନ୍ଦନର ବାର୍ତ୍ତା ଦିଆଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, … Read More

ମର୍ଣ୍ଣିଂ ୱାକ୍ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ, ମୋବାଇଲ୍ ଲୁଟିନେଲେ ଦୁଇ ଦୁର୍ବୃତ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ମର୍ଣ୍ଣିଂ ୱାକ୍ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ କରି ଲୁଟ୍ । ଆହତ ସାମ୍ବାଦିକ ଦେଲେ ସତ୍ୟସୁନ୍ଦର ଭଞ୍ଜ । ତାଙ୍କୁ ଆହତ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ଶୁକ୍ରବାର ସକାଳେ ସାମ୍ବାଦିକ … Read More

କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୭୭ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ଭିଜିଲାନ୍ସ ଜାଲରେ ଆଇସିଡିଏସ୍ ସୁପରଭାଇଜର

ଭୁବନେଶ୍ବର, (ଓଡିଶା ଟାଇମ୍): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲ୍ଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ ସମନ୍ୱିତ ଶିଶୁ ବିକାଶ (ଆଇସିଡିଏସ୍) ସୁପରଭାଇଜର ସୁବର୍ଣ୍ଣା ସିଂ । ଜଣେ ନବନିଯୁକ୍ତ ଅଙ୍ଗନବାଡ଼ି କର୍ମୀଙ୍କ କାଗଜପତ୍ର ଯାଞ୍ଚ ପାଇଁ ସେ ଲାଞ୍ଚ … Read More

କୋଟିଆରେ ୪ ଓଡ଼ିଆ ଫଳକ ଲଗାଇଲେ ସରକାର

କୋରାପୁଟ, (ଓଡିଶା ଟାଇମ୍): ଆନ୍ଧ୍ରକୁ ଓଡ଼ିଶାର କଡ଼ା ଜବାବ । କୋଟିଆରେ ଲାଗିଲା ଓଡ଼ିଆ ନାମ ଫଳକ । ଗତ ୨୭ ତାରିଖ ରାତିରେ ବିବାଦୀୟ କୋଟିଆରେ ଓଡ଼ିଶା ପକ୍ଷରୁ ଲଗାଯାଇଥିବା ନାମ ଫଳକକୁ ହଟାଇ ଦେଇଥିଲା ଆନ୍ଧ୍ର । ଆଉ … Read More

୨୪ ଘଣ୍ଟାରେ ବାହାରିଲେ ୪୭୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଶିଳ୍ପ,ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ । ଚାଷୀ- ଜଳବାୟୁ ବିଭାଗ ସହ ଯୋଗା … Read More

ସମ୍ ହସ୍ପିଟାଲର ହୃଦରୋଗ ବିଭାଗ ଟିମ୍ ଦ୍ବାରା ବିରଳ ଅସ୍ତ୍ରୋପଚାର

ଭୁବନେଶ୍ବର, (ଓଡିଶା ଟାଇମ୍): ଜନ୍ମ ସମୟରୁ ଜୀବନ ପ୍ରତି ବିପଦ ସୃଷ୍ଟିକାରୀ ହୃଦରୋଗ ଥିବା ଜଣେ ୨୫ ବର୍ଷ ଯୁବକଙ୍କର ଶରୀରରେ ସଫଳତାର ସହ ବିରଳ ଅସ୍ତ୍ରୋପଚାର କରାଯାଇଛି । ଏହି ବିରଳ ଅସ୍ତ୍ରୋପଚାର ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନଷ୍ଟିଚ୍ୟୁଟ୍ … Read More

ଭୁବନେଶ୍ୱର ଏୟାରପୋର୍ଟରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱର ଏୟାରପୋର୍ଟରେ ଜରୁରୀ ଅବତରଣ କରିଛି ଇଣ୍ଡିଗୋ ବିମାନ । ଏହି ବିମାନ କୋଲକାତାରୁ ହାଇଦରାବାଦ ଯାଉଥିଲା । ମଝି ଆକାଶରେ ଜଣେ ଯାତ୍ରୀଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯିବାରୁ ବିମାନକୁ ଜରୁରୀ ଅବତରଣ  କରିଯାଇଥିବା ସୂଚନା ମିଳିଛି … Read More