ଅଣସର ଘରେ ଜ୍ୱରରେ ଚତୁର୍ଦ୍ଧାମୂର୍ତ୍ତି, ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିହେବ ଫୁଲୁରି ତେଲ
ପୁରୀ,(ଓଡ଼ିଶା ଟାଇମ୍):ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ। ଅଣସର ଗୃହରେ ଦଇତାପତି ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଫୁଲୁରି ତେଲ ଲାଗି କରାଯିବ। … Read More











