କଂଗ୍ରେସରେ ମିଶିବେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ୱାନୀ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କଂଗ୍ରେସରେ ସାମିଲ ହୋଇପାରନ୍ତି କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ୱାନୀ । ଜବାହାରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘର ପୂର୍ବତନ ଅଧ୍ୟକ୍ଷ କହ୍ନେୟା କୁମାର ଓ ଗୁଜୁରାଟର ସ୍ୱାଧୀନ ବିଧାୟକ ଜିଗ୍ନେଶ ମେଓ୍ୱାନୀ କଂଗ୍ରେସରେ ସାମିଲ ହେବାର … Read More

କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୨୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । … Read More

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ … Read More

୨୨ରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ମାଲକାନଗିରି ଓ ସୁନ୍ଦରଗଡ଼ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ତାରିଖରେ ବଲାଙ୍ଗିର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ପ୍ରାୟ … Read More

ବୈତରଣୀ ତଳମୁଣ୍ଡରେ ବନ୍ୟା, ଜଳକାରୁ ହଟିନି ବିପଦ

ଭୁବନେଶ୍ବର, (ଓଡିଶା ଟାଇମ୍): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ବର୍ଷା ଯୋଗୁ ଉପକୂଳର ୪ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଜିଠାରୁ ଉପକୂଳବର୍ତ୍ତୀ ଜିଲାଗୁଡିକ ସହିତ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ … Read More

ଶ୍ରୀନଅରରେ ଗଜପତିଙ୍କ ସୁନିଆଁ ପର୍ବ, ନୂତନ ଅଙ୍କ ବର୍ଷର ହେଲା ଘୋଷଣା

ପୁରୀ, (ଓଡିଶା ଟାଇମ୍): ପୁରୀ ଗଜପତିଙ୍କ ଶ୍ରୀନଅରରେ ଅନୁଷ୍ଠିତ ହୋଇଯାଇଛି ସୁନିଆଁ ପର୍ବ। ଏହି ଅବସରରେ ଆୟୋଜିତ ଏକ ସମାରୋହରେ ଗଜପତି ସିଂହାସନ ଆରୋହଣ କରିବା ପରେ ନୂତନ ଅଙ୍କ ବର୍ଷର ଘୋଷଣା କରାଯାଇଥିଲା। ରାଜଗୁରୁ ଓ ଶାସନ ବ୍ରାହ୍ମଣ ମାନେ … Read More

୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୨ … Read More

ଶ୍ରୀନଗରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମାଡ

ଶ୍ରୀନଗର, (ଓଡିଶା ଟାଇମ୍):ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ପୁଣିଥରେ ବୃଦ୍ଧି ପାଇଛି । ବିଭିନ୍ନ ସମୟରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିମାଡ ହେଉଥିବା ଖବର ଆସୁଛି । ଏହି କ୍ରମରେ ଶନିବାର ଶ୍ରୀନଗରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ସଂଘର୍ଷ … Read More

ଓଡିଶା ଉପକୂଳ ଛୁଇଁବ ଘୂର୍ଣ୍ଣିବଳୟ, ୨୪ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ରବିବାରଠୁ ବଢିବ ବର୍ଷା। ଶନିବାର ଦିନ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ରବିବାର ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ଆଜି ଉତ୍ତରଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ। ୧୯ରୁ … Read More

୨୦ରୁ କ୍ଲାସରୁମ୍‌ରେ ପାଠ ପଢିବେ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଆସନ୍ତା ୨୦ରୁ କ୍ଲାସରୁମରେ ପାଠ ପଢିବେ ୟୁଜି ପ୍ରଥମ ବର୍ଷର ପିଲା । କଲେଜରେ ପ୍ରଥମ ବର୍ଷ ପିଲାଙ୍କ ପାଇଁ ଶ୍ରେଣୀଗୃହରେ ଆରମ୍ଭ ହେବ ପାଠପଢା । କରୋନା କଟକଣା ସହ କ୍ଲାସ ରୁମରେ ପାଠପଢା ହେବ … Read More