ଇତିହାସ ରଚିଲେ ଓଡିଆ ପୁଅ ପ୍ରମୋଦ ଭଗତ, ଭାରତକୁ ଦେଲେ ଚତୁର୍ଥ ଗୋଲ୍ଡ
ଟୋକିଓ, (ଓଡିଶା ଟାଇମ୍): ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ରଚିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ବ୍ୟାଡ୍ମିଣ୍ଟନ ପୁରୁଷ ଏକକ ବର୍ଗରେ ସେ ଜିତିଛନ୍ତି ସ୍ୱର୍ଣ୍ଣ ପଦକ। ଏହା ସହିତ ପ୍ରଥମ ଭାରତୀୟ ଭାବେ ସେ ପାରାଲିମ୍ପିକ୍ସରେ ବ୍ୟାଡ୍ମିଣ୍ଟନରେ ସ୍ୱର୍ଣ୍ଣ ଜିତିଛନ୍ତି। … Read More











