ଆଜି ଶ୍ରୀମନ୍ଦିରରେ ପ୍ରଳମ୍ୱାସୁର ବଧ ବେଶ
ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀ ବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ୱାସୁର ବଧ ବେଶ ଅନୁଷ୍ଠିତ ହେଉଛି। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଧ୍ୟାହ୍ନ ଧୂପ ବଢ଼ିବା ପରେ … Read More











