୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର, (ଓଡିଶା ଟାଇମ୍): ଗୁରୁବାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗବିତ୍ ଏଭଳି ପୂର୍ବାନୁମାନ କରିଛନ୍ତି। ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। … Read More











