୨୪ ଘଣ୍ଟାରେ ବାହାରିଲେ ୧୦୪୧ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୮୧୮୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ … Read More

ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଓ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ବର, (ଓଡିଶା ଟାଇମ୍): ଦେଶର ନୂଆ ଶିକ୍ଷାମନ୍ତ୍ରୀ ତଥା ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ … Read More

ଆଜି ଅଗଷ୍ଟ ୧୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କେତେକ କାର୍ଯ୍ୟ ଅସଂପୂର୍ଣ୍ଣ ରହିଯାଇପାରେ । ଭୋଗ ବିଳାସର ସାଧନ ମିଳିବ । ଆର୍ଥିକ ସ୍ଥିତି ଉନ୍ନତ ରହିବ । ସାଧାରଣ ସ୍ୱାସ୍ଥ୍ୟ ସମସ୍ୟା ପରିବାରରେ ଆସିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ । … Read More

ଆଫଗାନିସ୍ତାନରେ ବଦଳୁଥିବା ସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀଙ୍କ ଆବାସରେ ଜରୁରୀ ବୈଠକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆାଫଗାନିସ୍ତାନରେ ବଦଳୁଥିବା ସ୍ଥିତିକୁ ନଜରରେ ରଖି ପ୍ରଧାନମନ୍ତ୍ରୀଙ୍କ ବାସ ଭବନରେ ଜରୁରୀ ବୈଠକ ବସିଛି । ଦେଶର ସୁରକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ଏହି କ୍ୟାବିନେଟ୍‌ ବୈଠକ ଡକାଇଥିବା ଜଣାପଡ଼ିଛି । ଆଫଗାନିସ୍ତାନରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ … Read More

ପ୍ରତିଶ୍ରୁତି ୨୪ ଘଣ୍ଟା ନପୂରୁଣୁ ନିଜର ଅସଲ ରଙ୍ଗ ଦେଖାଇଲା ତାଲିବାନ, ମହିଳା ଓ ଶିଶୁଙ୍କ ଉପରେ କଲା ବର୍ବର ଆକ୍ରମଣ

କାବୁଲ, (ଓଡିଶା ଟାଇମ୍): ଆଫଗାନିସ୍ତାନକୁ ନିଜ ନିୟନ୍ତ୍ରଣକୁ ନେବା ପରେ ତାଲିବାନ ଗତକାଲି ସାମ୍ବାଦିକ ସମ୍ମିଳନୀରେ ଅନେକ ମିଠା ମିଠା କଥା କହିଥିଲା। ମହିଳାଙ୍କୁ ଅଧିକାର ଦିଆଯିବା ସହ ସୁରକ୍ଷାର କଥା କହିଥିଲା। ହେଲେ ଏହି ପ୍ରତିଶ୍ରୁତିକୁ ୨୪ ଘଣ୍ଟା ନପୂରୁଣୁ … Read More

ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ଼ ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ଲାଗୁ ହେଉ – ନିରଞ୍ଜନ

ଭୁବନେଶ୍ବର, (ଓଡିଶା ଟାଇମ୍): ସ୍ଵାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ରାଜ୍ୟର ୯୭ ଲକ୍ଷ ୫୦ ହଜାର ପରିବାର ବା ୩ କୋଟି ୩୦ ଲକ୍ଷ ଜନସାଧାରଣଙ୍କ ପାଇଁ ସ୍ମାର୍ଟ ସ୍ଵାସ୍ଥ୍ୟ କାର୍ଡ ପ୍ରଦାନ … Read More

ସଂକ୍ରମଣ କମିଛି, ବିପଦ ଟଳିନି ; ସତର୍କ ନହେଲେ ବିଗିଡିପାରେ ସ୍ଥିତି

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନାର ୨ୟ ଲହରରେ ଏବେ ରୋଗୀ ସଂଖ୍ୟା କମି କମି ଆସୁଛି । ଆମର ପରିସ୍ଥିତିରେ କିଛି ମାତ୍ରାରେ ଉନ୍ନତି ହୋଇଛି । ହେଲେ ଦ୍ଵିତୀୟ ଲହର ସମ୍ପୂର୍ଣ୍ଣ ସରିନି । ଦୈନିକ ସଂକ୍ରମଣ ୭୦୦ରୁ ୮୦୦ … Read More

ଇଣ୍ଡିଆ ଟୁଡେର ମୁଡ୍ ଅଫ୍ ଦି ନେସନ୍ ସର୍ଭେ, କୋଭିଡ୍-୧୯ ପରିଚାଳନାରେ ପୁଣି ୧ ନମ୍ବର ମୁଖ୍ୟମନ୍ତ୍ରୀ ହେଲେ ନବୀନ

ଭୁବନେଶ୍ବର, (ଓଡିଶା ଟାଇମ୍): ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ୱାନ୍ । କୋଭିଡ୍-୧୯ ପରିଚାଳନାରେ ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ଦ୍ବାରା କରାଯାଇଥିବା ମୁଡ୍ ଅଫ୍ ଦି ନେସନ ସର୍ଭେରେ, ଦେଶରେ … Read More

ଆସାମ-ମିଜୋରାମ ସୀମାରେ ପୁଣି ଗୁଳି ଚାଳନା: ବଢିଲା ଉତ୍ତେଜନା

ଆଇଜଲ,(ଓଡିଶା ଟାଇମ୍): ଆସାମ ଓ ମିଜୋରାମ ସୀମାନ୍ତରେ ପୁଣି ଗୁଳି ଫୁଟିଛି। ଏଥିସହିତ ଦୁଇ ରାଜ୍ୟରେ ଥମି ଆସୁଥିବା ଉତ୍ତେଜନା ପୁନଶ୍ଚ ବୃଦ୍ଧିପାଇଛି। ମିଜୋରାମ ଅଭିଯୋଗ କରିଛି ଯେ ଆସାମ ପୁଲିସ କର୍ମଚାରୀମାନେ ମିଜୋରାମ ସାଧାରଣ ନାଗରିକଙ୍କ ଉପରେ ଗୁଳି ଚଳାଇଛନ୍ତି … Read More

୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ … Read More