ବ୍ରଜରାଜନଗର ଉପନିର୍ବାଚନ, ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ
ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ । ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କଲା ବିଜୁ ଜନତା ଦଳ । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, … Read More











