ରାଜ୍ୟସ୍ତରୀୟ ସ୍ୱାଧିନତା ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍): ଦେଶ ପାଳନ କରୁଛି ୭୫ତମ ସ୍ଵାଧିନତା ଦିବସ। ପଲ୍ଲୀରୁ ଦିଲ୍ଲୀ ଉତ୍ସବ ମୁଖର।ଏହି ଅବସରରେ ଭୁବନେଶ୍ଵର ପ୍ରଦର୍ସନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ … Read More











