ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର
ଗଜପତି, (ଓଡିଶା ଟାଇମ୍): ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଡିଜିପିଙ୍କ ନିର୍ଦ୍ଦେଶରେ ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି । ଏ ନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି । … Read More











