ଆଜି ପିଏମ୍ କିଷାନ କିସ୍ତି
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ସୋମବାର କୃଷକଙ୍କ ବ୍ୟାଙ୍କ ଖାତାରେ ଜମା ହେବ। ପ୍ରତ୍ୟେକ କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ଦେଶର ୯.୭୫ କୋଟିରୁ … Read More











