ଦିଲ୍ଲୀ ବିମାନବନ୍ଦରକୁ ବିସ୍ଫୋରଣରେ ଉଡାଇବାକୁ ଧମକ ;ସୁରକ୍ଷା ବ୍ୟବସ୍ଥା କଡାକଡି
ନୂଆଦିଲ୍ଲୀ, (ଓଡିଶା ଟାଇମ୍: ବିମାନ ବନ୍ଦର ଉଡାଇ ଦେବାକୁ ଧମକ । ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଉଡାଇ ଦେବାକୁ ଧମକ ମିଳିଛି । ପୋଲିସକୁ ଇମେଲ ମାଧ୍ୟମରେ ଧମକ ମିଳିବା ପରେ ବିମାନବନ୍ଦରରେ ସୁରକ୍ଷାକୁ ଆହୁରି କଡାକଡି … Read More











