ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୦୨କୁ ବୃଦ୍ଧି ପାଇଛି … Read More

୨୪ ଘଣ୍ଟାରେ ବାହାରିଲେ ୧୨୦୮ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୪୭୩୧ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ … Read More

ଆଜି ଅଗଷ୍ଟ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କର୍ମକ୍ଷେତ୍ରରେ ଭୁଲ୍ ଖବର ପ୍ଧବ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସମୟାନୁକ୍ରମେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ … Read More

ପେଗାସସ୍‌ର ସତ୍ୟତା ସାମ୍ନାକୁ ଆସିବା ଦରକାର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସୁପ୍ରିମକୋର୍ଟ ଗୁରୁବାର ପେଗାସସ୍ ଜାସୁସୀ ଘଟଣାର ସତ୍ୟତା ସାମ୍ନାକୁ ଆସିବା ଦରକାର ବୋଲି ସ୍ପଷ୍ଟ କରିଦେଇଛନ୍ତି। ନାଗରିକ, ସାମ୍ବାଦିକ, ମନ୍ତ୍ରୀ, ସାଂସଦ ଓ ବିଭିନ୍ନ କାର୍ଯ୍ୟକର୍ତ୍ତଙ୍କ ଉପରେ ଗୋପନରେ ନଜର ରଖିବା ଲାଗି ସରକାର ଇସ୍ରାଏଲର ବୈଷୟିକ … Read More

ବଡ ଧରଣର GST ଠକେଇ, ୮୦କୋଟି ଟଙ୍କା ଠକେଇ ଅଭିଯୋଗରେ ଜଣେ ଗିରଫ

ରାଉରକେଲା, (ଓଡିଶା ଟାଇମ୍): ରାଉରକେଲାରେ ପୁଣି ବଡ ଧରଣର ଜିଏସ୍‌ଟି ଠକେଇ ଅଭିଯୋଗ ହୋଇଛି । ୮୦ କୋଟି ଟଙ୍କାର ଜିଏସ୍‌ଟି ଠକେଇ କରିଥିବା ବସନ୍ତ କୁମାର ପଟ୍ଟନାୟକଙ୍କୁ ଗିରଫ କରାଯାଇଛି । ଭୁବନେଶ୍ବରରୁ ବସନ୍ତଙ୍କୁ ଗିରଫ କରିଛି ରାଉରକେଲା ଜିଏସ୍‌ଟି … Read More

ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍): ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା । ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ୯ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହେବ । ତିନି ଦିନ ଧରି ମୂଲ୍ୟାୟନ ଚାଲିବ ବୋଲି … Read More

ସରକାରଙ୍କ ବଡ଼ ଘୋଷଣା; କୋରୋନାରେ ଅନାଥ ହୋଇଥିବା ପିଲାମାନଙ୍କୁ ମିଳିବ ୫ ଲକ୍ଷ ଟଙ୍କାର ବୀମା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ମୋଦି ସରକାର କୋରୋନା ଦ୍ୱାରା ଅନାଥ ପିଲାମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଘୋଷଣା କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ, କୋରୋନା ଭୂତାଣୁ ମହାମାରୀ … Read More

ପାକିସ୍ତାନରେ ସିଦ୍ଧିବିନାୟକ ମନ୍ଦିର ଭାଙ୍ଗିଲେ; ଭଗବାନଙ୍କ ମୂର୍ତ୍ତି ପୋଡିଲେ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପାକିସ୍ତାନର ପଞ୍ଜାବ ପ୍ରଦେଶରେ ମୁସଲମାନ ସଂପ୍ରଦାୟର କିଛି ଲୋକ ଏକ ହିନ୍ଦୁ ମନ୍ଦିରରେ ବ୍ୟାପକ ଭଙ୍ଗାରୁଜା କରିବା ସହିତ ସେଠାରେ ଥିବା ଭଗବାନଙ୍କର ମୂର୍ତ୍ତିକୁ ଭାଙ୍ଗି ତାହାକୁ ପୋଡିଥିବା ଖବର ହସ୍ତଗତ ହୋଇଛି। ବୁଧବାର ରହିମ ୟାର … Read More

୨୫ତାରିଖ ସୁଦ୍ଧା ଅତିରିକ୍ତ ବଜେଟ୍ ପାଇଁ ପ୍ରସ୍ତାବ ପଠାଅ: ଅର୍ଥ ବିଭାଗ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ମଧ୍ୟରେ ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ଅତିରିକ୍ତ ବଜେଟ୍ ପାଇଁ ଆବଶ୍ୟକ ପ୍ରସ୍ତାବ ପଠାଇବାକୁ ବୁଧବାର ସମସ୍ତ ବିଭାଗକୁ ଅର୍ଥ ବିଭାଗ କହିଛି। ଚଳିତମାସ ୨୫ତାରିଖ ସୁଦ୍ଧା ଅନଲାଇନରେ ପ୍ରସ୍ତାବ … Read More

ଭାରତୀୟ ହକି ଦଳର ବିଜୟ ପାଇଁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର, (ଓଡିଶା ଟାଇମ୍): ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ହକି ଟିମ୍ । ଦଳ ୪ ଦଶନ୍ଧି ପରେ ପଦକ ଜିତିଛି । ଗୁରୁବାର ଖେଳାଯାଇଥିବା ଜର୍ମାନୀ ବିପକ୍ଷ ମୁକାବିଲାରେ ଟିମ୍ ଇଣ୍ଡିଆ ୫-୪ ଗୋଲରେ ମ୍ୟାଚ୍ ଜିତି ନେଇଛି … Read More