ଦେଶର ମାନ ବଢାଇଲେ ପିଭି ସିନ୍ଧୁ, ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତି ରଚିଲେ ଇତିହାସ
ଟୋକିଓ, (ଓଡିଶା ଟାଇମ୍): ଭାରତକୁ ଆଉ ଏକ ମେଡାଲ । ଟୋକିଓ ଅଲିମ୍ପିକରେ ମହିଳା ସିଙ୍ଗଲ୍ସ ବ୍ୟାଡମିଣ୍ଟନ୍ ବର୍ଗରେ ବ୍ରୋଞ୍ଜ ପଦକ ଜିତିଛନ୍ତି ଭାରତର ପିଭି ସିନ୍ଧୁ । ଚାଇନାର ହେ ବିଙ୍ଗ୍ ଜିଆଓଙ୍କୁ ହରାଇ ଭାରତ ପାଇଁ ଆଉ ଏକ … Read More











