୨୬ରୁ ସ୍କୁଲ ଆସିବା ପାଇଁ ଅଭିଭାବକଙ୍କ ଅନୁମତି ଆବଶ୍ୟକ : ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍): ଶିକ୍ଷକଙ୍କୁ ଅଗ୍ରାଧିକାରରେ ଟିକା ଦେବାକୁ ଆମେ ସ୍ବାସ୍ଥ୍ୟ ବିଭାଗକୁ ଅନୁରୋଧ କରିଛୁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଡିଇଓମାନଙ୍କ ବୈଠକରେ ଏ ସମ୍ପର୍କରେ କୁହାଯାଇଥିଲା … Read More











