ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ପରଲୋକ
ଭୁବନେଶ୍ବର, (ଓଡିଶା ଟାଇମ୍): ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ହୋଇଛି । କଟକ ସ୍ଥିତ ବାସଭବନରେ ୮୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ଅତିବଡ଼ୀ ଜଗନ୍ନାଥ ଦାସ … Read More











