ଚିନ୍ତା ବଢାଉଛି କେରଳ ଏବଂ ମହାରାଷ୍ଟ୍ର

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ମାମଲା ଲଗାତାର ଭାବେ ହ୍ରାସ ପାଇବାରେ ଲାଗିଛି । ଅନଲକ୍‌ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଗଲାଣି । କିନ୍ତୁ କିଛି ରାଜ୍ୟରେ ବର୍ତ୍ତମାନ ମଧ୍ୟ ସ୍ଥିତି ସଙ୍କଟଜନକ ରହିଛି । ସଂକ୍ରମଣ ହାର … Read More

ନିୟମ କୋହଳ ହେଲେ ବି ଭୁଲନ୍ତୁ ନାହିଁ ଦାୟିତ୍ବ, ନହେଲେ ପୁଣି ବଢିବ ସଂକ୍ରମଣ : ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ସାମଗ୍ରିକ ଭାବେ କମିଛି ସଂକ୍ରମଣ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ ପ୍ରତିକ୍ରିୟା ରଖିଛନ୍ତି । ବିଗତ ଦିନ ଓ ବର୍ତ୍ତମାନକୁ ତୁଳନା କଲେ କିଛି ଜିଲ୍ଲାରେ ସଂକ୍ରମଣ ଧୀରେ ଧୀରେ କମୁଛି । କେସ୍ … Read More

ଆସନ୍ତା ୧୬ରେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ ଆଲୋଚନା : ଓଡିଶା ସମେତ ୬ ରାଜ୍ୟର ସିଏମ୍‌ଙ୍କ ସହ ମୋଦିଙ୍କ ବୈଠକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କୋଭିଡ୍‌ ସ୍ଥିତି ନେଇ ଆସନ୍ତା ଜୁଲାଇ ୧୬ ତାରିଖରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ … Read More

ବିରଳ ପ୍ରଜାତିର କଇଁଛ ଉଦ୍ଧାର

ଭଦ୍ରକ, (ଓଡିଶା ଟାଇମ୍): ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଓରାସାହି ପଞ୍ଚାୟତ କସ୍ତୁରୀଗଣ ଗାଁରେ ବିରଳ ପ୍ରଜାତିର କଇଁଛ ଉଦ୍ଧାର । ସୁନେଲି ରଙ୍ଗର କଇଁଛଟିକୁ ଉଦ୍ଧାର କରାଯାଇଛି । କସ୍ତୁରୀଗଣ ସ୍କୁଲ ନିକଟରେ ଶିକ୍ଷକ ସୁକୁମାର ସିଂ ଏହି ବିରଳ … Read More

ନେପାଳର ପ୍ରଧାନମନ୍ତ୍ରୀ ଭାବେ ଆଜି ଶପଥ ନେବେ ଶେର ବାହାଦୂର ଦେଉବା

କାଠମାଣ୍ଡୁ, (ଓଡିଶା ଟାଇମ୍): ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲିଙ୍କୁ ନେପାଳର ସର୍ବୋଚ୍ଚ ନ୍ୟାୟାଳୟ ଝଟ୍‌କା ଦେବା ପରେ ଆଜି ଶେର ବାହାଦୂର ଦେଉବା ନେପାଳର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ନେଇ ସୂଚନା ମିଳିଛି । କେପି ଓଲିଙ୍କୁ ପଦରୁ … Read More

୨୪ ଘଣ୍ଟାରେ ବାହାରିଲେ ୩୨ ହଜାରରୁ ଅଧିକ ପଜିଟିଭ୍, ୨୦୨୦ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ … Read More

ପୁରୀରେ କୋହଳ ହେଲା କଟକଣା, କେବଳ ଜାରି ରହିବ ଅତ୍ୟାବଶ୍ୟକୀୟ ସେବା

ପୁରୀ, (ଓଡ଼ିଶା ଟାଇମ୍): କରୋନା ମହାମାରୀକୁ ଦୃଷ୍ଟିରେ ରଖି ରଥଯାତ୍ରା ନିମନ୍ତେ ଆସନ୍ତା ୧୩ ତାରିଖ ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ପୂର୍ବରୁ ଜାରି ଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି । ମାତ୍ର କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ … Read More

ରାଜ୍ୟରେ କରୋନା ନେଲା ସର୍ବାଧିକ ୬୮ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି … Read More

ରାଜ୍ୟରେ ୨୪ ଘଣ୍ଟାରେ ୧୯୩୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୯୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୩୬୭୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୭ଜଣ … Read More

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୨ଟି ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ଦୁଇଟି ବିଶ୍ବସ୍ତରୀୟ ସ୍ବାସ୍ଥ୍ୟସେବା ଅନୁଷ୍ଠାନର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ବାଗଚୀ-କରୁଣାଶ୍ରୟ ପାଲିଏଟିଭ୍ କେୟାର ସେଣ୍ଟର ଏବଂ ବାଗଚୀ-ଶ୍ରୀ ଶଙ୍କର କର୍କଟ କେନ୍ଦ୍ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ମୁଖ୍ୟମନ୍ତ୍ରୀ … Read More