ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ । ଚାଷୀ- … Read More

ମେୟର ହେବା ପରେ ସାଂସଦ ପଦ ଛାଡିଲେ ସୁବାସ ସିଂହ, ରାଜ୍ୟସଭା ଅଧ୍ୟକ୍ଷଙ୍କୁ ପଠାଇଲେ ଇସ୍ତଫା ପତ୍ର

କଟକ, (ଓଡିଶା ଟାଇମ୍): ରାଜ୍ୟସଭା ପଦରୁ ଇସ୍ତଫା ଦେଲେ ସୁବାସ ସିଂ। କଟକ ମହାନଗର ନିଗମର ମେୟର ଭାବେ ନିର୍ବାଚିତ ହେବା ପରେ ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି। ଖବର ଅନୁଯାୟୀ, ସୁବାସ … Read More

ଆଗାମୀ ୩ରୁ ୪ ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍): ବର୍ତ୍ତମାନ ଓଡ଼ିଶାରେ ଉଦବେଗ ଜନକ ସ୍ଥିତି ନାହିଁ । ତଥାପି ଆଗାମୀ ୩ ରୁ ୪ ସପ୍ତାହ ଆମମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ … Read More

କଟକ ଚଣ୍ଡୀ ମନ୍ଦିରରେ 5T ସଚିବ

କଟକ, (ଓଡିଶା ଟାଇମ୍): କଟକ ଚଣ୍ଡୀ ମନ୍ଦିରରେ 5T ସଚିବ । କଟକରେ ମା’ କଟକ ଚଣ୍ଡୀ ମନ୍ଦିର ଉନ୍ନତିକରଣ ପ୍ରକଳ୍ପ କାମର ସମୀକ୍ଷା କଲେ 5T ସଚିବ ଭି କେ ପାଣ୍ଡିଆନ୍ । ପ୍ରକଳ୍ପର ରୁପରେଖ ନେଇ ଜିଲ୍ଲା ପ୍ରଶାସନ … Read More

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୯ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୬୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More

ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃ ବଢିପାରେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । କାନକୁହା କଥା ଶୁଣି ଉପର ଅଧିକାରିମାନେ ଖପ୍ପା ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ … Read More

ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସମ୍ପାଦକ ରବିନ୍ଦ୍ରନାଥ ଦାସଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍): ଆରପାରିରେ ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସମ୍ପାଦକ ତଥା ବିଶିଷ୍ଟ ଗାଳ୍ପିକ ରବିନ୍ଦ୍ରନାଥ ଦାସ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ରବିନ୍ଦ୍ରନାଥଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବର୍ଗଙ୍କୁ … Read More

ଆଜି ପୁଣି କନିଆ ହେବେ IAS ଟିନା ଡାବି: ଏପରି ହୋଇଥିଲା ପ୍ରଦୀପ ଗୱାଣ୍ଡେଙ୍କ ସହ ଭେଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଜି ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ୟୁପିଏସ୍ ସି ଟପ୍ପର ଆଇଏଏସ୍ ଟିନା ଡାବି । ୨୦୧୫ ରାଜସ୍ଥାନ କ୍ୟାଡରର ଅଧିକାରୀ ଟିନା ୨୦୧୩ ବ୍ୟାଚ୍ ର ଆଇଏଏସ୍ ପ୍ରଦୀପ ଗୱାଣ୍ଡେଙ୍କୁ ବିବାହ କରିବେ । ଏଥିପାଇଁ … Read More

ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକରୀ

ବରଗଡ଼, ( ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଚୂଲାବତୀ ସାହୁ । ସେ ଏକ ଖାଦ୍ୟ ସୁରକ୍ଷା ଲାଇସେନ୍ସ ସାର୍ଟିଫିକେଟ କରାଇ ଦେବାପାଇଁ ବରଗଡ଼ର ହରେକୃଷ୍ଣ ପ୍ରଧାନଙ୍କ ଠାରୁ ୫ ହଜାର ଟଙ୍କା ଲାଂଚ ନେଉଥିବା ବେଳେ … Read More

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୮ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More