ଜୁଲାଇ ୧୬ ଯାଏଁ ବଢିଲା ଆଂଶିକ ଲକ୍ଡାଉନ୍ : ୨୦ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ଟା
ଭୁବନେଶ୍ବର, (ଓଡିଶା ଟାଇମ୍): ଜୁଲାଇ ୧୬ ଯାଏ ରାଜ୍ୟରେ ଆଂଶିକ ଲକ୍ଡାଉନ୍ ଅବଧିକୁ ବଢ଼ା ଯାଇଛି। ଜୁଲାଇ ଗାଇଡଲାଇନ୍ ନେଇ ମୁଖ୍ୟ ଶାସନ ସଚିବ ଆଜି ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଂଶିକ ଲକ୍ଡାଉନକୁ ଲୋକେ ପାଳନ କରିଛନ୍ତି। ୧୭ … Read More











