ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୯ ଜିଲ୍ଲାକୁ ୟେଲୋ ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର, (ଓଡିଶା ଟାଇମ୍): ଆଗାମୀ ଚାରି ରୁ ୫ ଦିନ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇପାରେ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା,ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, … Read More











