ଜାଲ ଜାତି ପ୍ରମାଣପତ୍ର ମାମଲା : ଅମରାବତୀ ସାଂସଦ ନବନୀତ କୌରଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଅମରାବତୀରୁ ନିର୍ଦଳୀୟ ସାଂସଦ ତଥା ଅଭିନେତ୍ରୀ ନବନୀତ କୌରଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି ମିଳିଛି । ନବନୀତ କୌରଙ୍କ ଜାତି ପ୍ରମାଣପତ୍ରକୁ ନିରସ୍ତ୍ର କରିବାକୁ ନେଇ ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି ସୁପ୍ରିମକୋର୍ଟ । … Read More











