ରାଜ୍ୟରେ ୨୪ ଘଣ୍ଟାରେ ୪୩୩୯ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର,(ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୬୧୨୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୫ଜଣ କ୍ୱାରେଣ୍ଟାଇନ୍ରୁ … Read More











