ଆଜି କରୋନାରୁ ଆରୋଗ୍ୟ ହେଲେ ୯୮୭୦ ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ଓଡିଶାରେ ୯୮୭୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୫୬୫୦୧ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗୁରୁବାର ଟ୍ଵିଟ୍ ଯୋଗେ ଏହାର … Read More











