ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୮୦୫ ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୦୪୯୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୧୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା … Read More











