ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍):ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ … Read More
ଭୁବନେଶ୍ବର, (ଓଡିଶା ଟାଇମ୍):ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮୮୬୮୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୩୮ ଜଣ କ୍ବାରେଣ୍ଟାଇନ୍ରେ … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଘୁଞ୍ଚିଲା ସିଭିଲ୍ ସର୍ଭିସ (ପ୍ରିଲିମିନାରୀ) ପରୀକ୍ଷା। ଜୁନ୍ ୨୭ରେ ହେବାକୁ ଥିବା ଏହି ପରୀକ୍ଷା ଅକ୍ଟୋବର ୧୦କୁ ଘୁଞ୍ଚିଲା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି UPSC ନିଷ୍ପତ୍ତି ନେଇଛି। ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। … Read More
ମୁମ୍ବାଇ, (ଓଡିଶା ଟାଇମ୍): ମହାରାଷ୍ଟ୍ରରେ ପାଇଁ ବଢ଼ିଲା ଲକଡାଉନ୍ । ଜୁନ୍ ୧ ପର୍ଯ୍ୟନ୍ତ କଡ଼ା କଟକଣା ଲାଗୁ କରାଯାଇଛି । କରୋନା ନେଗେଟିଭ ରିପୋର୍ଟ ନଆଣିଲେ ରାଜ୍ୟରେ ପ୍ରବେଶ ନିଷିିଦ୍ଧ । କରୋନା ମହାମାରୀର ଭୟାବହତାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍):କରୋନା ବିରୋଧି ଲଢେଇରେ ଆଉ ଏକ ବଡ ପଦକ୍ଷେପ ନେଇଛନ୍ତି ସରକାର । ଗୁରୁବାର ଡ୍ରଗ୍ସ କଣ୍ଟ୍ରୋଲର୍ ଜେନେରାଲ ଅଫ୍ ଇଣ୍ଡିଆ ବା ଡିସିଜିଆଇ ୨ରୁ ୧୮ ବର୍ଷ ବ୍ୟକ୍ତିଙ୍କ ଉପରେ ଟିକା ଟ୍ରାଏଳ ନେଇ ଅନୁମତି ପ୍ରଦାନ … Read More
ଭୁବନେଶ୍ବର, (ଓଡିଶା ଟାଇମ୍):ମାଡି ଆସୁଛି ବାତ୍ୟା । ଆରବସାଗରରେ ଦାନା ବାନ୍ଧୁଥିବା ସମ୍ଭାବ୍ୟ ବାତ୍ୟା ଗୁଜରାଟ କିମ୍ବା ମହାରାଷ୍ଟ୍ର ଉପକୂଳ ଛୁଇଁପାରେ ।ଏହାର ସାମାନ୍ୟ ତମ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ରାଜ୍ୟରେ ବର୍ତ୍ତମାନ ପାଗରେ ବଡ଼ ଧରଣର … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଜଣେ ହିନ୍ଦୁ ଯୁବକଙ୍କ ମୃତଦେହକୁ ସାଉଦି ଆରବର କବରରୁ ଭାରତକୁ ଅଣାଯାଇଛି । ବୁଧବାର ଦିଲ୍ଲୀ ହାଇକୋର୍ଟରେ ଏହି ସୂଚନା ପ୍ରଦାନ କରି କେନ୍ଦ୍ର ସରକାର କହିଛନ୍ତି ଯେ ମୃତଦେହର ଶବକୁ ପରିବାରକୁ ହସ୍ତାନ୍ତର ପ୍ରକ୍ରିୟା ଶେଷ … Read More
ଭୁବନେଶ୍ବର, (ଓଡିଶା ଟାଇମ୍) : ୩ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଅଦଳବଦଳ କଲେ ରାଜ୍ୟ ସରକାର। ଭୁବନେଶ୍ୱର, ପୁରୀ ଓ ବଲାଙ୍ଗିର ଜେଲ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଦଳବଦଳ ହୋଇଛି। ଭୁବନେଶ୍ୱର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଧିରେନ୍ଦ୍ର ନାଥ ବାରିକଙ୍କୁ ବଲାଙ୍ଗିର ବଦଳି ହୋଇଥିବା ବେଳେ ପୁରୀ … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। … Read More
ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୪୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫୧ କୁ ବୃଦ୍ଧି … Read More