ଆଜି ମାର୍ଚ୍ଚ ୩୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ … Read More

୪୫ବର୍ଷରୁ ଉର୍ଦ୍ଧ୍ବ ବୟସର ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଦିଆଯିବ କୋଭିଡ୍ ଟିକା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀରେ ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟରେ କାର୍ଯ୍ୟ କରୁଥିବା ୪୫ ବର୍ଷରୁ ଉର୍ଦ୍ଧ୍ବ ବୟସର ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଦିଆଯିବ କୋଭିଡ୍ ଟିକା । ବିଭିନ୍ନ ଶିକ୍ଷାନୁଷ୍ଠାନରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି … Read More

ନୋମିନେସନ୍‌ ଫାଇଲ୍‌ କଲେ ରୁଦ୍ର, ଅଜିତ୍

ପିପିଲି, (ଓଡିଶା ଟାଇମ୍) : ପିପିଲି ଉପନିର୍ବାଚନ ପାଇଁ ଆଜି ନାମାଙ୍କନର ଶେଷ ଦିନ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ। ପିପିଲିରୁ ନିଜ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ ପୁରୀରେ ପ୍ରାର୍ଥିପତ୍ର ଦାଖଲ … Read More

ବିଏମସିର ଅତିରିକ୍ତ କମିଶନର ହେଲେ ଲକ୍ଷ୍ମୀକାନ୍ତ ସେଠୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଏମସିର ଅତିରିକ୍ତ କମିଶନର ହେଲେ ଲକ୍ଷ୍ମୀକାନ୍ତ ସେଠୀ । ବରିଷ୍ଠ ପ୍ରଶାସନିକ ଅଧିକାରୀ ଲକ୍ଷ୍ମୀକାନ୍ତ ସେଠୀ ବିଏମସିର ନୂତନ ଅତିରିକ୍ତ କମିଶନର ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଦୀର୍ଘ ଦିନ ଧରି ଏହି ପଦବୀ ଖାଲି … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୬୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ବିଜେପି ନେତାଙ୍କ ସନ୍ଦେହଜନକ ମୃତ୍ୟୁ, ପାର୍କରୁ ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀ ବିଜେପିର ବରିଷ୍ଠ ନେତା ଜି.ଏସ. ବାୱାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଘର ନିକଟ ଏକ ପାର୍କରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ମିଳିଛି। ବେକରେ ରଶି ବନ୍ଧାଯାଇ ଏକ ଗ୍ରୀଲରେ ଝୁଲନ୍ତା ଅବସ୍ଥାରେ … Read More

ଟିକା ନେବା ପରେ ବି ଫାରୁକ ଅବଦୁଲା କରୋନା ସଂକ୍ରମିତ

କାଶ୍ମୀର, (ଓଡିଶା ଟାଇମ୍) :ଜାତୀୟ କନଫରେନ୍ସ ଅଧ୍ୟକ୍ଷ ଫାରୁକ୍ ଅବଦୁଲା କରୋନା ସଂକ୍ରମିତ । ଟିକା ନେବା ପରେ ବି ତାଙ୍କ ଶରୀରରେ ଭୂତାଣୁ ଚିହ୍ନଟ ହୋଇଛି । ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପୁଅ ତଥା ଜାମ୍ମୁ କାଶ୍ମୀରର ପୂର୍ବତନ … Read More

୪୮ ଘଣ୍ଟା ପାଇଁ ୬ ଜିଲ୍ଲା ପାଇଁ ହିଟ୍ ୱେଭ୍ ସତର୍କତା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ କରିଦେଉଛି । ରାଜ୍ୟରେ ୧୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। କିଛି ସ୍ଥାନରେ ପାରଦ ୪୧ ଡିଗ୍ରୀ ଟପିଛି । … Read More

ଏନଆଇଟି କ୍ୟାମ୍ପସ୍ ଛାଡ଼ିବାକୁ ପିଲାଙ୍କୁ ନିର୍ଦ୍ଦେଶ

ରାଉରକେଲା, (ଓଡିଶା ଟାଇମ୍) : ଏନଆଇଟି କ୍ୟାମ୍ପସ୍ ଛାଡ଼ିବାକୁ ପିଲାଙ୍କୁ ନିର୍ଦ୍ଦେଶ । ରାଉରକେଲା ଏନଆଇଟିର ୧୪ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ପରେ ଏନଆଇଟି କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏପରି ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟ ପରେ   ନେଗେଟିଭ ଚିହ୍ନଟ ହୋଇଥିବା ପିଲାଙ୍କୁ … Read More

ଆଜି ନାମାଙ୍କନର ଶେଷ ଦିନ, ପ୍ରାର୍ଥୀପତ୍ର ଦାଖଲ କରିବେ ବିଜେଡିରୁ ରୁଦ୍ର ମହାରଥୀ ଏବଂ କଂଗ୍ରେସରୁ ଅଜିତ୍ ମଙ୍ଗରାଜ

ପିପିଲି, (ଓଡିଶା ଟାଇମ୍) :ପିପିଲି ମଇଦାନ ପାଇଁ ୩ ଦଳର ପ୍ରାର୍ଥୀ ରେଡ୍ଡି । ଆଜି ଶେଷ ହେବ ନାମାଙ୍କନ । ଶେଷ ଦିନରେ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ଏବଂ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ । … Read More